Isaiah 62:5 — Compare Translations

5 translations compared side by side

Odia - 1840
"ଜଣେ ୟୁବକ ଯେପରି ଜଣେ କନ୍ଯାକୁ ପ୍ ରମେ କରେ, ସହେିପରି ତୁମ୍ଭର ପୁତ୍ରମାନେ ତୁମ୍ଭକୁ ବିବାହ କରିବେ। ପୁଣି ବର ଯେପରି ତା'ର କନ୍ଯାଠା ରେ ଆନନ୍ଦ କରେ, ସହେିପରି ତୁମ୍ଭର ପରମେଶ୍ବର ତୁମ୍ଭଠା ରେ ଆନନ୍ଦ କରିବେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୁବାଲୋକ ଯେପରି କୁମାରୀକି ବିବାହ କରେ, ସେପରି ତୁମ୍ଭର ପୁତ୍ରଗଣ ତୁମ୍ଭକୁ ବିବାହ କରିବେ; ପୁଣି ବର ଯେପରି କନ୍ୟାରେ ଆନନ୍ଦ କରେ, ସେପରି ତୁମ୍ଭର ପରମେଶ୍ଵର ତୁମ୍ଭଠାରେ ଆନନ୍ଦ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଜଣେ ଯୁବକ ଯେପରି ଜଣେ କନ୍ୟାକୁ ପ୍ରେମ କରେ, ସେହିପରି ତୁମ୍ଭର ପୁତ୍ରମାନେ ତୁମ୍ଭକୁ ବିବାହ କରିବେ। ପୁଣି ବର ଯେପରି ତା’ର କନ୍ୟାଠାରେ ଆନନ୍ଦ କରେ, ସେହିପରି ତୁମ୍ଭର ପରମେଶ୍ୱର ତୁମ୍ଭଠାରେ ଆନନ୍ଦ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୁବା ଲୋକ ଯେପରି କୁମାରୀକୁ ବିବାହ କରେ, ସେହିପରି ତୁମ୍ଭର ପୁତ୍ରଗଣ ତୁମ୍ଭକୁ ବିବାହ କରିବେ; ପୁଣି ବର ଯେପରି କନ୍ୟାଠାରେ ଆନନ୍ଦ କରେ, ସେହିପରି ତୁମ୍ଭର ପରମେଶ୍ୱର ତୁମ୍ଭଠାରେ ଆନନ୍ଦ କରିବେ।
Odia IRV 2017 (ଓଡିଆ ବାଇବେଲ)
ଯୁବାଲୋକ ଯେପରି କୁମାରୀକୁ ବିବାହ କରେ, ସେହିପରି ତୁମ୍ଭର ପୁତ୍ରଗଣ ତୁମ୍ଭକୁ ବିବାହ କରିବେ; ପୁଣି ବର ଯେପରି କନ୍ୟାଠାରେ ଆନନ୍ଦ କରେ, ସେହିପରି ତୁମ୍ଭର ପରମେଶ୍ୱର ତୁମ୍ଭଠାରେ ଆନନ୍ଦ କରିବେ।