Isaiah 62:6 — Compare Translations
5 translations compared side by side
Odia - 1840
" ହେ ୟିରୁଶାଲମ, ଆମ୍ଭେ ତୁମ୍ଭ ପ୍ରାଚୀର ଉପ ରେ ପ୍ରହରିଗଣ ନିୟୁକ୍ତ କରିଅଛୁ; ସମାନେେ କି ଦିନ କି ରାତି ନୀରବ ରହିବେ ନାହିଁ। ସଦାପ୍ରଭୁଙ୍କୁ ପ୍ରାର୍ଥନା କରିବେ ଓ ତୁମ୍ଭମାନେେ ନିଶ୍ଚିତ ତାଙ୍କର ପ୍ରତିଜ୍ଞା ସ୍ମରଣ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଯିରୂଶାଲମ, ଆମ୍ଭେ ତୁମ୍ଭ ପ୍ରାଚୀର ଉପରେ ପ୍ରହରୀଗଣ ନିଯୁକ୍ତ କରିଅଛୁ; ସେମାନେ ଦିନ କି ରାତି କଦାଚ ନୀରବ ନୋହିବେ ।
Odia Bible ERV 2004 (ପବିତ୍ର ବାଇବଲ)
“ହେ ଯିରୁଶାଲମ, ଆମ୍ଭେ ତୁମ୍ଭ ପ୍ରାଚୀର ଉପରେ ପ୍ରହରୀଗଣ ନିଯୁକ୍ତ କରିଅଛୁ; ସେମାନେ କି ଦିନ କି ରାତି ନୀରବ ରହିବେ ନାହିଁ।” ସଦାପ୍ରଭୁଙ୍କୁ ପ୍ରାର୍ଥନା କରିବେ ଓ ତୁମ୍ଭେମାନେ ନିଶ୍ଚିତ ତାଙ୍କର ପ୍ରତିଜ୍ଞା ସ୍ମରଣ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଯିରୂଶାଲମ, ଆମ୍ଭେ ତୁମ୍ଭ ପ୍ରାଚୀର ଉପରେ ପ୍ରହରୀଗଣ ନିଯୁକ୍ତ କରିଅଛୁ; ସେମାନେ ଦିନ କି ରାତି କଦାପି ନୀରବ ହେବେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ହେ ଯିରୂଶାଲମ, ଆମ୍ଭେ ତୁମ୍ଭ ପ୍ରାଚୀର ଉପରେ ପ୍ରହରୀଗଣ ନିଯୁକ୍ତ କରିଅଛୁ; ସେମାନେ ଦିନ କି ରାତି କଦାପି ନୀରବ ହେବେ ନାହିଁ।