Isaiah 62:7 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁଙ୍କ ସ୍ମରଣକାରୀ ଲୋକମାନେ, କ୍ଷାନ୍ତ ହୁଅ ନାହିଁ, ଯେ ପର୍ୟ୍ଯନ୍ତ ସଦାପ୍ରଭୁ ଶାନ୍ତି ପ୍ରତିଷ୍ଠା କରନ୍ତି ଏବଂ ଏହାର ପ୍ରଶଂସା ବିଚାର ଚକ୍ଷୁ ରେ ଅନୁକୂଳ ସର୍ବୋଚ୍ଚ ସ୍ଥିତ ହବୋ ପର୍ୟ୍ଯନ୍ତ ୟିରୁଶାଲମ ରେ ଆନନ୍ଦ ଉଠାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୁଙ୍କୁ ସ୍ମରଣ କରାଇବା ଲୋକମାନେ, ସେ ଯେପର୍ଯ୍ୟନ୍ତ ଯିରୂଶାଲମକୁ ସ୍ଥାପନ ନ କରନ୍ତି ଓ ପୃଥିବୀ ମଧ୍ୟରେ ତାହାକୁ ପ୍ରଶଂସାର ପାତ୍ର ନ କରନ୍ତି, ସେପର୍ଯ୍ୟନ୍ତ ତୁମ୍ଭେମାନେ ବିଶ୍ରାମ କର ନାହିଁ, କି ତାହାଙ୍କୁ ବିଶ୍ରାମ କରିବାକୁ ଦିଅ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁଙ୍କ ସ୍ମରଣକାରୀ ଲୋକମାନେ, କ୍ଷାନ୍ତ ହୁଅ ନାହିଁ, ଯେପର୍ଯ୍ୟନ୍ତ ସଦାପ୍ରଭୁ ଶାନ୍ତି ପ୍ରତିଷ୍ଠା କରନ୍ତି ଏବଂ ଏହାର ପ୍ରଶଂସା ବିଗ୍ଭର ଚକ୍ଷୁରେ ଅନୁକୂଳ ସର୍ବୋଚ୍ଚ ସ୍ଥିତ ହେବା ପର୍ଯ୍ୟନ୍ତ ଯିରୁଶାଲମରେ ଆନନ୍ଦ ଉଠାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୁଙ୍କୁ ସ୍ମରଣ କରାଇବା ଲୋକମାନେ, ସେ ଯେପର୍ଯ୍ୟନ୍ତ ଯିରୂଶାଲମକୁ ସ୍ଥାପନ ନ କରନ୍ତି ଓ ପୃଥିବୀ ମଧ୍ୟରେ ତାହାକୁ ପ୍ରଶଂସାର ପାତ୍ର ନ କରନ୍ତି, ସେପର୍ଯ୍ୟନ୍ତ ତୁମ୍ଭେମାନେ ବିଶ୍ରାମ କର ନାହିଁ, କି ତାହାଙ୍କୁ ବିଶ୍ରାମ କରିବାକୁ ଦିଅ ନାହିଁ।
Odia IRV 2017 (ଓଡିଆ ବାଇବେଲ)