Isaiah 62:9 — Compare Translations
5 translations compared side by side
Odia - 1840
"ମାତ୍ର ଯେଉଁମାନେ କଠିନ ପରିଶ୍ରମ କଲେ ସମାନଙ୍କେୁ, ସମାନଙ୍କେ ଖାଇପାରିବେ ଏବଂ ସମାନଙ୍କେର ରସ ପାନ କରିବେ ଏବଂ ସଦାପ୍ରଭୁ ପ୍ରଶଂସା ଗାନ କରିବେ। ଯେଉଁମାନେ ତାହାକୁ ଅମଳ କରିଛନ୍ତି, ସମାନେେ ମାେ ପବିତ୍ର ଅଗଣା ରେ ପାନ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯେଉଁମାନେ ତାହା ସଞ୍ଚୟ କରିଅଛନ୍ତି, ସେମାନେ ତାହା ଭୋଜନ କରି ସଦାପ୍ରଭୁଙ୍କର ପ୍ରଶଂସା କରିବେ ଓ ଯେଉଁମାନେ ତାହା ସଂଗ୍ରହ କରିଅଛନ୍ତି, ସେମାନେ ଆମ୍ଭ ପବିତ୍ର ସ୍ଥାନର ପ୍ରାଙ୍ଗଣ ମଧ୍ୟରେ ତାହା ପାନ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ଯେଉଁମାନେ କଠିନ ପରିଶ୍ରମ କଲେ ସେମାନଙ୍କୁ, ସେମାନଙ୍କ ଖାଇ ପାରିବେ ଏବଂ ସେମାନଙ୍କର ରସ ପାନ କରିବେ ଏବଂ ସଦାପ୍ରଭୁ ପ୍ରଶଂସା ଗାନ କରିବେ। ଯେଉଁମାନେ ତାହାକୁ ଅମଳ କରିଛନ୍ତି, ସେମାନେ ମୋ’ ପବିତ୍ର ଅଗଣାରେ ପାନ କରିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯେଉଁମାନେ ତାହା ସଞ୍ଚୟ କରିଅଛନ୍ତି, ସେମାନେ ତାହା ଭୋଜନ କରି ସଦାପ୍ରଭୁଙ୍କର ପ୍ରଶଂସା କରିବେ ଓ ଯେଉଁମାନେ ତାହା ସଂଗ୍ରହ କରିଅଛନ୍ତି, ସେମାନେ ଆମ୍ଭ ପବିତ୍ର ସ୍ଥାନର ପ୍ରାଙ୍ଗଣ ମଧ୍ୟରେ ତାହା ପାନ କରିବେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯେଉଁମାନେ ତାହା ସଞ୍ଚୟ କରିଅଛନ୍ତି, ସେମାନେ ତାହା ଭୋଜନ କରି ସଦାପ୍ରଭୁଙ୍କର ପ୍ରଶଂସା କରିବେ ଓ ଯେଉଁମାନେ ତାହା ସଂଗ୍ରହ କରିଅଛନ୍ତି, ସେମାନେ ଆମ୍ଭ ପବିତ୍ର ସ୍ଥାନର ପ୍ରାଙ୍ଗଣ ମଧ୍ୟରେ ତାହା ପାନ କରିବେ।”