Isaiah 63:1 — Compare Translations

5 translations compared side by side

Odia - 1840
"ଇଦୋମରୁ, ଲାଲରଙ୍ଗ ବସ୍ତ୍ର ପରିହିତ ବସୋରାରୁ ଏ ଯେ ଆସୁଛନ୍ତି, ସେ କିଏ? ନିଜ ପରିଧଯେ ବସ୍ତ୍ର ରେ ଗୌରବନ୍ବିତ ଓ ନିଜ ମହାଶକ୍ତି ରେ ୟିଏ ବିଜେ କରୁଛନ୍ତି, ସେ କିଏ? ସଦାପ୍ରଭୁ କୁହନ୍ତି, ଆମ୍ଭେ ଧର୍ମବାଦୀ ଓ ପରିତ୍ରାଣ କରିବାକୁ ସମର୍ଥ ଅଟୁଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇଦୋମରୁ, ରଙ୍ଗୀକୃତ ବସ୍ତ୍ର ପିନ୍ଧି ବସୋରାରୁ ଏ ଯେ ଆସୁଅଛନ୍ତି, ସେ କିଏ? ଆପଣା ପରିଧେୟ ବସ୍ତ୍ରରେ ଗୌରବାନ୍ଵିତ ଓ ଆପଣା ମହାଶକ୍ତିରେ ବିଜେ କରୁଅଛନ୍ତି ଯେ ଏ, ସେ କିଏ? ଆମ୍ଭେ ଯେ ଧର୍ମବାଦୀ ଓ ପରିତ୍ରାଣ କରିବାକୁ ସମର୍ଥ ଅଟୁ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ତାଙ୍କର ସନ୍ତାନଙ୍କୁ ବିବେଚନା କରନ୍ତି ଇଦୋମରୁ, ଲାଲରଙ୍ଗ ବସ୍ତ୍ର ପରିହିତ ବସୋରାରୁ ଏ ଯେ ଆସୁଛନ୍ତି, ସେ କିଏ? ନିଜ ପରିଧେୟ ବସ୍ତ୍ରରେ ଗୌରବାନ୍ୱିତ ଓ ନିଜ ମହାଶକ୍ତିରେ ଯିଏ ବିଜେ କରୁଛନ୍ତି, ସେ କିଏ? ସଦାପ୍ରଭୁ କୁହନ୍ତି, “ଆମ୍ଭେ ଧର୍ମବାଦୀ ଓ ପରିତ୍ରାଣ କରିବାକୁ ସମର୍ଥ ଅଟୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇଦୋମରୁ ରଙ୍ଗୀକୃତ ବସ୍ତ୍ର ପିନ୍ଧି ବସ୍ରାରୁ ଏ ଯେ ଆସୁଅଛନ୍ତି, ସେ କିଏ? ଆପଣା ପରିଧେୟ ବସ୍ତ୍ରରେ ଗୌରବାନ୍ୱିତ ଓ ଆପଣା ମହାଶକ୍ତିରେ ବିଜେ କରୁଅଛନ୍ତି ଯେ ଏ, ସେ କିଏ? “ଆମ୍ଭେ ଯେ ଧର୍ମବାଦୀ ଓ ପରିତ୍ରାଣ କରିବାକୁ ସମର୍ଥ ଅଟୁ।”
Odia IRV 2017 (ଓଡିଆ ବାଇବେଲ)
ଇଦୋମରୁ ରଙ୍ଗୀକୃତ ବସ୍ତ୍ର ପିନ୍ଧି ବସ୍ରାରୁ ଏ ଯେ ଆସୁଅଛନ୍ତି, ସେ କିଏ? ଆପଣା ପରିଧେୟ ବସ୍ତ୍ରରେ ଗୌରବାନ୍ୱିତ ଓ ଆପଣା ମହାଶକ୍ତିରେ ବିଜେ କରୁଅଛନ୍ତି ଯେ ଏ, ସେ କିଏ? ଆମ୍ଭେ ଯେ ଧର୍ମବାଦୀ ଓ ପରିତ୍ରାଣ କରିବାକୁ ସମର୍ଥ ଅଟୁ।