Isaiah 63:10 — Compare Translations
5 translations compared side by side
Odia - 1840
"ମାତ୍ର ସମାନେେ ସଦାପ୍ରଭୁଙ୍କ ବିପକ୍ଷ ରେ ବିଦ୍ରୋହ କଲେ ଓ ତାଙ୍କର ପବିତ୍ର ଆତ୍ମାକୁ ଦୁଃଖିତ କଲେ। ତେଣୁ ସେ ସମାନଙ୍କେର ଶତ୍ରୁ ହାଇଗେଲେ ଓ ସମାନଙ୍କେର ବିପକ୍ଷ ରେ ୟୁଦ୍ଧ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସେମାନେ ବିଦ୍ରୋହୀ ହେଲେ ଓ ତାହାଙ୍କର ପବିତ୍ର ଆତ୍ମାଙ୍କୁ ଶୋକାକୁଳ କଲେ; ଏନିମନ୍ତେ ସେ ଫେରି ସେମାନଙ୍କର ଶତ୍ରୁ ହେଲେ⇧ ଓ ଆପେ ସେମାନଙ୍କର ବିପକ୍ଷରେ ଯୁଦ୍ଧ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ସେମାନେ ସଦାପ୍ରଭୁଙ୍କ ବିପକ୍ଷରେ ବିଦ୍ରୋହ କଲେ ଓ ତାଙ୍କର ପବିତ୍ରଆତ୍ମାକୁ ଦୁଃଖିତ କଲେ। ତେଣୁ ସେ ସେମାନଙ୍କର ଶତ୍ରୁ ହୋଇଗଲେ ଓ ସେମାନଙ୍କର ବିପକ୍ଷରେ ଯୁଦ୍ଧ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସେମାନେ ବିଦ୍ରୋହୀ ହେଲେ ଓ ତାହାଙ୍କର ପବିତ୍ର ଆତ୍ମାଙ୍କୁ ଶୋକାକୁଳ କଲେ; ଏନିମନ୍ତେ ସେ ଫେରି ସେମାନଙ୍କର ଶତ୍ରୁ ହେଲେ ଓ ଆପେ ସେମାନଙ୍କର ବିପକ୍ଷରେ ଯୁଦ୍ଧ କଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସେମାନେ ବିଦ୍ରୋହୀ ହେଲେ ଓ ତାହାଙ୍କର ପବିତ୍ର ଆତ୍ମାଙ୍କୁ ଶୋକାକୁଳ କଲେ; ଏନିମନ୍ତେ ସେ ଫେରି ସେମାନଙ୍କର ଶତ୍ରୁ ହେଲେ ଓ ଆପେ ସେମାନଙ୍କର ବିପକ୍ଷରେ ଯୁଦ୍ଧ କଲେ।