Isaiah 63:11 — Compare Translations
5 translations compared side by side
Odia - 1840
"ସେତବେେଳେ ସେ ପ୍ରାଚୀନ କାଳ ଓ ମାଶାେ ଓ ନିଜର ଲୋକମାନଙ୍କୁ ସ୍ମରଣ କଲେ, ସେ ନିଜର ମଷେପାଳକମାନଙ୍କୁ ସମୁଦ୍ର ପାର କରାଇ ଆଣିଲେ ଓ ସେ ୟିଏକି ସମାନଙ୍କେ ମଧିଅରେ ନିଜର ପବିତ୍ର ଆତ୍ମାକୁ ସ୍ଥାପନ କଲେ, ସେ କାହାଁନ୍ତି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ସେ ପୁରାତନ କାଳ, ମୋଶା ଓ ଆପଣା ଲୋକମାନଙ୍କୁ ସ୍ମରଣ କରି କହିଲେ, ଯେ ଆପଣା ପଲର ରକ୍ଷକମାନଙ୍କ ସହିତ ସେମାନଙ୍କୁ ସମୁଦ୍ର ପାର କରାଇ ଆଣିଲେ, ସେ କାହାନ୍ତି? ଯେ ସେମାନଙ୍କ ଅନ୍ତରରେ ଆପଣା ପବିତ୍ର ଆତ୍ମା ରଖିଲେ⇧,
Odia Bible ERV 2004 (ପବିତ୍ର ବାଇବଲ)
ସେତେବେଳେ ସେ ପ୍ରାଚୀନ କାଳ ଓ ମୋଶା ଓ ନିଜର ଲୋକମାନଙ୍କୁ ସ୍ମରଣ କଲେ, ସେ ନିଜର ମେଷପାଳକମାନଙ୍କୁ ସମୁଦ୍ର ପାର କରାଇ ଆଣିଲେ ଓ ସେ ଯିଏ କି ସେମାନଙ୍କ ମଧ୍ୟରେ ନିଜର ପବିତ୍ରଆତ୍ମାକୁ ସ୍ଥାପନ କଲେ, ସେ କାହାନ୍ତି?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ସେମାନେ ପୁରାତନ କାଳ, ମୋଶା ଓ ଆପଣା ଲୋକମାନଙ୍କୁ ସ୍ମରଣ କରି କହିଲେ, ଯେ ଆପଣା ପଲର ରକ୍ଷକମାନଙ୍କ ସହିତ ସେମାନଙ୍କୁ ସମୁଦ୍ର ପାର କରାଇ ଆଣିଲେ, ସେ କାହାନ୍ତି? ଯେ ସେମାନଙ୍କ ଅନ୍ତରରେ ଆପଣା ପବିତ୍ର ଆତ୍ମା ରଖିଲେ,
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ସେମାନେ ପୁରାତନ କାଳ, ମୋଶା ଓ ଆପଣା ଲୋକମାନଙ୍କୁ ସ୍ମରଣ କରି କହିଲେ, “ଯେ ଆପଣା ପଲର ରକ୍ଷକମାନଙ୍କ ସହିତ ସେମାନଙ୍କୁ ସମୁଦ୍ର ପାର କରାଇ ଆଣିଲେ, ସେ କାହାନ୍ତି? ଯେ ସେମାନଙ୍କ ଅନ୍ତରରେ ଆପଣା ପବିତ୍ର ଆତ୍ମା ରଖିଲେ,