Isaiah 63:12 — Compare Translations

5 translations compared side by side

Odia - 1840
"ଯେ ନିଜର ଅଦ୍ଭୁତ ଶକ୍ତି ବଳ ରେ ନିଜର ଦକ୍ଷିଣ ହସ୍ତ ସାହାୟ୍ଯ ରେ ମାଶାଙ୍କେୁ ପରିଚାଳିତ କଲେ ଓ ନିଜ ପାଇଁ ଅନନ୍ତକାଳସ୍ଥାଯୀ ନାମ ସ୍ଥାପନ ଉଦ୍ଦେଶ୍ଯ ରେ ସମାନଙ୍କେ ସମ୍ମୁଖ ରେ ଜଳକୁ ଦୁଇଭାଗ କଲେ, ସେ କାହାଁନ୍ତି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ମୋଶାଙ୍କ ଡାହାଣରେ ଆପଣାର ପ୍ରତାପାନ୍ଵିତ ବାହୁ ଗମନ କରାଇଲେ, ଯେ ଆପଣା ନିମନ୍ତେ ଅନ; କାଳସ୍ଥାୟୀ ନାମ ସ୍ଥାପନାର୍ଥେ, ସେମାନଙ୍କ ସମ୍ମୁଖରେ ଜଳକୁ ବିଭକ୍ତ କଲେ,
Odia Bible ERV 2004 (ପବିତ୍ର ବାଇବଲ)
ଯେ ନିଜର ଅ‌‌ଦ୍‌‌ଭୂତ ଶକ୍ତି ବଳରେ ନିଜର ଦକ୍ଷିଣ ହସ୍ତ ସାହାଯ୍ୟରେ ମୋଶାଙ୍କୁ ପରିଗ୍ଭଳିତ କଲେ ଓ ନିଜ ପାଇଁ ଅନନ୍ତକାଳସ୍ଥାୟୀ ନାମ ସ୍ଥାପନ ଉଦ୍ଦେଶ୍ୟରେ ସେମାନଙ୍କ ସମ୍ମୁଖରେ ଜଳକୁ ଦୁଇଭାଗ କଲେ, ସେ କାହାନ୍ତି?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ମୋଶାଙ୍କ ଡାହାଣରେ ଆପଣାର ପ୍ରତାପାନ୍ୱିତ ବାହୁ ଗମନ କରାଇଲେ, ଯେ ଆପଣା ନିମନ୍ତେ ଅନନ୍ତକାଳସ୍ଥାୟୀ ନାମ ସ୍ଥାପନାର୍ଥେ, ସେମାନଙ୍କ ସମ୍ମୁଖରେ ଜଳକୁ ବିଭକ୍ତ କଲେ,
Odia IRV 2017 (ଓଡିଆ ବାଇବେଲ)
ଯେ ମୋଶାଙ୍କ ଡାହାଣରେ ଆପଣାର ପ୍ରତାପାନ୍ୱିତ ବାହୁ ଗମନ କରାଇଲେ, ଯେ ଆପଣା ନିମନ୍ତେ ଅନନ୍ତ କାଳସ୍ଥାୟୀ ନାମ ସ୍ଥାପନାର୍ଥେ, ସେମାନଙ୍କ ସମ୍ମୁଖରେ ଜଳକୁ ବିଭକ୍ତ କଲେ,