Isaiah 63:13 — Compare Translations
5 translations compared side by side
Odia - 1840
"ଯେ ସମୁଦ୍ର ମଧିଅରେ ବାଟ କଢ଼ାଇ ନେଲେ ଓ ଅଶ୍ବତୁଲ୍ଯ ଗମନ କରାଇଲେ ମରୁଭୂମିରେ ୟିଏକି ଝୁଣ୍ଟିଲେ ନାହିଁ ସେ କାହାଁନ୍ତି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ପ୍ରାନ୍ତରରେ ଗମନ କରିବା ଅଶ୍ଵ ତୁଲ୍ୟ ଗଭୀର ସାଗର ମଧ୍ୟରେ ସେମାନଙ୍କୁ ଗମନ କରାଇଲେ ଓ ସେମାନେ ଝୁଣ୍ଟିଲେ ନାହିଁ, ସେ କାହାନ୍ତି?
Odia Bible ERV 2004 (ପବିତ୍ର ବାଇବଲ)
ଯେ ସମୁଦ୍ର ମଧ୍ୟରେ ବାଟ କଢ଼ାଇ ନେଲେ ଓ ଅଶ୍ୱତୁଲ୍ୟ ଗମନ କରାଇଲେ ମରୁଭୂମିରେ ଯିଏ କି ଝୁଣ୍ଟିଲେ ନାହିଁ, ସେ କାହାନ୍ତି?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ପ୍ରାନ୍ତରରେ ଗମନ କରିବା ଅଶ୍ୱ ତୁଲ୍ୟ ଗଭୀର ସାଗର ମଧ୍ୟରେ ସେମାନଙ୍କୁ ଗମନ କରାଇଲେ ଓ ସେମାନେ ଝୁଣ୍ଟିଲେ ନାହିଁ, ସେ କାହାନ୍ତି?
Odia IRV 2017 (ଓଡିଆ ବାଇବେଲ)
ଯେ ପ୍ରାନ୍ତରରେ ଗମନ କରିବା ଅଶ୍ୱ ତୁଲ୍ୟ ଗଭୀର ସାଗର ମଧ୍ୟରେ ସେମାନଙ୍କୁ ଗମନ କରାଇଲେ ଓ ସେମାନେ ଝୁଣ୍ଟିଲେ ନାହିଁ, ସେ କାହାନ୍ତି?