Isaiah 63:14 — Compare Translations

5 translations compared side by side

Odia - 1840
"ଯେପରି ପଶୁପଲ ଉପତ୍ୟକାକୁ ଓହ୍ଲାଇ ୟାଆନ୍ତି ସହେିପରି ସଦାପ୍ରଭୁଙ୍କ ଆତ୍ମା ସମାନଙ୍କେୁ ବିଶ୍ରାମ କରାଇଲେ। ଏହିପରି ତୁମ୍ଭେ ନିଜ ନାମକୁ ଗୌରବାନ୍ବିତ କରିବାକୁ ନିଜ ଲୋକମାନଙ୍କୁ ଚାଳିତ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଉପତ୍ୟକାକୁ ଓହ୍ଲାଇ ଯିବା ପଶୁପଲ ତୁଲ୍ୟ ସଦାପ୍ରଭୁଙ୍କ ଆତ୍ମା ସେମାନଙ୍କୁ ବିଶ୍ରାମ କରାଇଲେ; ଏହି ପ୍ରକାରେ ତୁମ୍ଭେ ଆପଣା ନିମନ୍ତେ ଏକ ଗୌରବାନ୍ଵିତ ନାମ ସ୍ଥାପନାର୍ଥେ ଆପଣା ଲୋକମାନଙ୍କୁ ଗମନ କରାଇଲ ।
Odia Bible ERV 2004 (ପବିତ୍ର ବାଇବଲ)
ଯେପରି ପଶୁପଲ ଉପତ୍ୟକାକୁ ଓହ୍ଲାଇ ଯାଆନ୍ତି ସେହିପରି ସଦାପ୍ରଭୁଙ୍କ ଆତ୍ମା ସେମାନଙ୍କୁ ବିଶ୍ରାମ କରାଇଲେ। ଏହିପରି ତୁମ୍ଭେ ନିଜ ନାମକୁ ଗୌରବାନ୍ୱିତ କରିବାକୁ ନିଜ ଲୋକମାନଙ୍କୁ ଗ୍ଭଳିତ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଉପତ୍ୟକାକୁ ଓହ୍ଲାଇ ଯିବା ପଶୁପଲ ତୁଲ୍ୟ ସଦାପ୍ରଭୁଙ୍କ ଆତ୍ମା ସେମାନଙ୍କୁ ବିଶ୍ରାମ କରାଇଲେ; ଏହି ପ୍ରକାରେ ତୁମ୍ଭେ ଆପଣା ନିମନ୍ତେ ଏକ ଗୌରବାନ୍ୱିତ ନାମ ସ୍ଥାପନାର୍ଥେ ଆପଣା ଲୋକମାନଙ୍କୁ ଗମନ କରାଇଲ।
Odia IRV 2017 (ଓଡିଆ ବାଇବେଲ)
ଉପତ୍ୟକାକୁ ଓହ୍ଲାଇ ଯିବା ପଶୁପଲ ତୁଲ୍ୟ ସଦାପ୍ରଭୁଙ୍କ ଆତ୍ମା ସେମାନଙ୍କୁ ବିଶ୍ରାମ କରାଇଲେ; ଏହି ପ୍ରକାରେ ତୁମ୍ଭେ ଆପଣା ନିମନ୍ତେ ଏକ ଗୌରବାନ୍ୱିତ ନାମ ସ୍ଥାପନାର୍ଥେ ଆପଣା ଲୋକମାନଙ୍କୁ ଗମନ କରାଇଲ।”