Isaiah 63:15 — Compare Translations
5 translations compared side by side
Odia - 1840
"ବର୍ତ୍ତମାନ ସ୍ବର୍ଗ ଉପରୁ ଦେଖ, ତୁମ୍ଭ ପବିତ୍ରତା ଓ ତୁମ୍ଭ ପରାକ୍ରମର ବସତି ସ୍ଥାନରୁ ଦେଖ, ତୁମ୍ଭର ଶାଶ୍ବତ ପ୍ ରମେ କାହିଁ? ତୁମ୍ଭର କୋହ ଓ ଦୟା କାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏବେ ସ୍ଵର୍ଗରୁ ଅବଲୋକନ କର, ତୁମ୍ଭ ପବିତ୍ରତାର ଓ ତୁମ୍ଭ ପ୍ରତାପର ବସତି-ସ୍ଥାନରୁ ଦୃଷ୍ଟିପାତ କର; ତୁମ୍ଭର ଉଦ୍ଯୋଗ ଓ ତୁମ୍ଭର ବିକ୍ରମ-କାର୍ଯ୍ୟସବୁ କାହିଁ? ତୁମ୍ଭ ଅନ୍ତଃକରଣର ବ୍ୟଥା ଓ ତୁମ୍ଭର ସ୍ନେହସବୁ⇧ ମୋʼ ପ୍ରତି ନିବୃତ୍ତ ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ତାଙ୍କ ଲୋକମାନଙ୍କୁ ସାହାଯ୍ୟ କରିବାକୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଏକ ପ୍ରାର୍ଥନା ବର୍ତ୍ତମାନ ସ୍ୱର୍ଗ ଉପରୁ ଦେଖ, ତୁମ୍ଭ ପବିତ୍ରତା ଓ ତୁମ୍ଭ ପରାକ୍ରମର ବସତି ସ୍ଥାନରୁ ଦେଖ, ତୁମ୍ଭର ଶାଶ୍ୱତ ପ୍ରେମ କାହିଁ? ତୁମ୍ଭର କୋହ ଓ ଦୟା କାହିଁ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏବେ ସ୍ୱର୍ଗରୁ ଅବଲୋକନ କର, ତୁମ୍ଭ ପବିତ୍ରତାର ଓ ତୁମ୍ଭ ପ୍ରତାପର ବସତି-ସ୍ଥାନରୁ ଦୃଷ୍ଟିପାତ କର; ତୁମ୍ଭର ଉଦ୍ଯୋଗ ଓ ତୁମ୍ଭର ବିକ୍ରମକାର୍ଯ୍ୟସବୁ କାହିଁ? ତୁମ୍ଭ ଅନ୍ତଃକରଣର ବ୍ୟଥା ଓ ତୁମ୍ଭର ସ୍ନେହସବୁ ମୋʼ ପ୍ରତି ନିବୃତ୍ତ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ଏବେ ସ୍ୱର୍ଗରୁ ଅବଲୋକନ କର, ତୁମ୍ଭ ପବିତ୍ରତାର ଓ ତୁମ୍ଭ ପ୍ରତାପର ବସତିସ୍ଥାନରୁ ଦୃଷ୍ଟିପାତ କର; ତୁମ୍ଭର ଉଦ୍ଯୋଗ ଓ ତୁମ୍ଭର ବିକ୍ରମକାର୍ଯ୍ୟସବୁ କାହିଁ? ତୁମ୍ଭ ଅନ୍ତଃକରଣର ବ୍ୟଥା ଓ ତୁମ୍ଭର ସ୍ନେହସବୁ ମୋ’ ପ୍ରତି ନିବୃତ୍ତ ହୋଇଅଛି।