Isaiah 63:16 — Compare Translations
5 translations compared side by side
Odia - 1840
"ଯଦିଓ ଅବ୍ରହାମ ଆମ୍ଭକୁ ଜାଣନ୍ତି ନାହିଁ, ଓ ଇଶ୍ରାୟେଲ ଯାଜକ ଆମ୍ଭମାନଙ୍କୁ ସ୍ବୀକାର କରନ୍ତି ନାହିଁ, ସଦାପ୍ରଭୁ ତୁମ୍ଭେ ଆମ୍ଭମାନଙ୍କର ପିତା ଏବଂ ଅନନ୍ତକାଳ ପର୍ୟ୍ଯନ୍ତ ଯେ, ଆମ୍ଭକୁ ରକ୍ଷା କରିଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯଦ୍ୟପି ଅବ୍ରହାମ ଆମ୍ଭମାନଙ୍କୁ ଜାଣନ୍ତି ନାହିଁ ଓ ଇସ୍ରାଏଲ ଆମ୍ଭମାନଙ୍କୁ ସ୍ଵୀକାର କରନ୍ତି ନାହିଁ, ତଥାପି ତୁମ୍ଭେ ତ ଆମ୍ଭମାନଙ୍କର ପିତା; ହେ ସଦାପ୍ରଭୋ, ତୁମ୍ଭେ ଆମ୍ଭମାନଙ୍କର ପିତା ଅଟ; ଅନ; କାଳରୁ ଆମ୍ଭମାନଙ୍କର ମୁକ୍ତିଦାତା ବୋଲି ତୁମ୍ଭର ନାମ ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଯଦିଓ ଅବ୍ରହାମ ଆମ୍ଭକୁ ଜାଣନ୍ତି ନାହିଁ, ଓ ଇସ୍ରାଏଲର ଯାଜକ ଆମ୍ଭମାନଙ୍କୁ ସ୍ୱୀକାର କରନ୍ତି ନାହିଁ, ସଦାପ୍ରଭୁ ତୁମ୍ଭେ ଆମ୍ଭମାନଙ୍କର ପିତା ଏବଂ ଅନନ୍ତକାଳ ପର୍ଯ୍ୟନ୍ତ ଯେ, ଆମ୍ଭକୁ ରକ୍ଷା କରିଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦ୍ୟପି ଅବ୍ରହାମ ଆମ୍ଭମାନଙ୍କୁ ଜାଣନ୍ତି ନାହିଁ ଓ ଇସ୍ରାଏଲ ଆମ୍ଭମାନଙ୍କୁ ସ୍ୱୀକାର କରନ୍ତି ନାହିଁ, ତଥାପି ତୁମ୍ଭେ ତ ଆମ୍ଭମାନଙ୍କର ପିତା; ହେ ସଦାପ୍ରଭୋ, ତୁମ୍ଭେ ଆମ୍ଭମାନଙ୍କର ପିତା ଅଟ; ଅନନ୍ତ କାଳରୁ ଆମ୍ଭମାନଙ୍କର ମୁକ୍ତିଦାତା ବୋଲି ତୁମ୍ଭର ନାମ ଅଛି।
Odia IRV 2017 (ଓଡିଆ ବାଇବେଲ)
ଯଦ୍ୟପି ଅବ୍ରହାମ ଆମ୍ଭମାନଙ୍କୁ ଜାଣନ୍ତି ନାହିଁ ଓ ଇସ୍ରାଏଲ ଆମ୍ଭମାନଙ୍କୁ ସ୍ୱୀକାର କରନ୍ତି ନାହିଁ, ତଥାପି ତୁମ୍ଭେ ତ ଆମ୍ଭମାନଙ୍କର ପିତା; ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କର ପିତା ଅଟ; ଅନନ୍ତ କାଳରୁ ଆମ୍ଭମାନଙ୍କର “ମୁକ୍ତିଦାତା” ବୋଲି ତୁମ୍ଭର ନାମ ଅଛି।