Isaiah 63:17 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ, ଆମ୍ଭମାନଙ୍କୁ କାହିଁକି ତୁମ୍ଭ ପଥରୁ ବିଭ୍ରାନ୍ତ କରୁଅଛି ଓ ତୁମ୍ଭକୁ ଭୟ କରିବାକୁ ଆମ୍ଭର ଅନ୍ତଃକରଣକୁ କଠିନ କରୁଅଛ? ନିଜର ଦାସମାନଙ୍କ ପାଇଁ ଓ ନିଜର ଅଧିକାର ସ୍ବରୂପ ଗୋଷ୍ଠୀଗଣଙ୍କ ପାଇଁ ଫରେିଆସ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ଆମ୍ଭମାନଙ୍କୁ ତୁମ୍ଭ ପଥରୁ କାହିଁକି ଭ୍ରାନ୍ତ କରାଉଅଛ ଓ ତୁମ୍ଭକୁ ଭୟ କରିବା ପ୍ରତି ଆମ୍ଭମାନଙ୍କ ଅନ୍ତଃକରଣକୁ କଠିନ କରାଉଅଛଣ? ଆପଣା ଦାସମାନଙ୍କର, ଆପଣା ଅଧିକାର ସ୍ଵରୂପ ଗୋଷ୍ଠୀଗଣର ସକାଶୁ ଫେର ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ଆମ୍ଭମାନଙ୍କୁ କାହିଁକି ତୁମ୍ଭ ପଥରୁ ବିଭ୍ରାନ୍ତ କରୁଅଛି ଓ ତୁମ୍ଭକୁ ଭୟ କରିବାକୁ ଆମ୍ଭର ଅନ୍ତଃକରଣକୁ କଠିନ କରୁଅଛ? ନିଜର ଦାସମାନଙ୍କ ପାଇଁ ଓ ନିଜର ଅଧିକାର ସ୍ୱରୂପ ଗୋଷ୍ଠୀଗଣଙ୍କ ପାଇଁ ଫେରି ଆସ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ଆମ୍ଭମାନଙ୍କୁ ତୁମ୍ଭ ପଥରୁ କାହିଁକି ଭ୍ରାନ୍ତ କରାଉଅଛ ଓ ତୁମ୍ଭକୁ ଭୟ କରିବା ପ୍ରତି ଆମ୍ଭମାନଙ୍କ ଅନ୍ତଃକରଣକୁ କଠିନ କରାଉଅଛ? ଆପଣା ଦାସମାନଙ୍କର, ଆପଣା ଅଧିକାର ସ୍ୱରୂପ ଗୋଷ୍ଠୀଗଣର ସକାଶୁ ଫେର।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ଆମ୍ଭମାନଙ୍କୁ ତୁମ୍ଭ ପଥରୁ କାହିଁକି ଭ୍ରାନ୍ତ କରାଉଅଛ ଓ ତୁମ୍ଭକୁ ଭୟ କରିବା ପ୍ରତି ଆମ୍ଭମାନଙ୍କ ଅନ୍ତଃକରଣକୁ କଠିନ କରାଉଅଛ? ଆପଣା ଦାସମାନଙ୍କର, ଆପଣା ଅଧିକାର ସ୍ୱରୂପ ଗୋଷ୍ଠୀଗଣର ସକାଶୁ ଫେର।