Isaiah 63:18 — Compare Translations

5 translations compared side by side

Odia - 1840
"ତୁମ୍ଭର ପବିତ୍ର ଲୋକମାନେ ଅଳ୍ପକାଳ ପାଇଁ ତୁମ୍ଭର ମନ୍ଦିରକୁ ଅଧିକାର କଲେ; ମାତ୍ର ଆମ୍ଭମାନଙ୍କର ବିପକ୍ଷଦଳ ତୁମ୍ଭର ସହେି ପବିତ୍ର ମନ୍ଦିରକୁ ପଦଦଳିତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ପବିତ୍ର ଲୋକମାନେ କେବଳ ଅଳ୍ପ କାଳ ତାହା ଅଧିକାର କଲେ; ଆମ୍ଭମାନଙ୍କର ବିପକ୍ଷମାନେ ତୁମ୍ଭର ପବିତ୍ର ଧାମ ପଦ ତଳେ ଦଳି ପକାଇଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ପବିତ୍ର ଲୋକମାନେ ଅଳ୍ପକାଳ ପାଇଁ ତୁମ୍ଭର ମନ୍ଦିରକୁ ଅଧିକାର କଲେ; ମାତ୍ର ଆମ୍ଭମାନଙ୍କର ବିପକ୍ଷଦଳ ତୁମ୍ଭର ସେହି ପବିତ୍ର ମନ୍ଦିରକୁ ପଦଦଳିତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ପବିତ୍ର ଲୋକମାନେ କେବଳ ଅଳ୍ପ କାଳ ତାହା ଅଧିକାର କଲେ; ଆମ୍ଭମାନଙ୍କର ବିପକ୍ଷମାନେ ତୁମ୍ଭର ପବିତ୍ର ଧାମ ପଦ ତଳେ ଦଳି ପକାଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ପବିତ୍ର ଲୋକମାନେ କେବଳ ଅଳ୍ପ କାଳ ତାହା ଅଧିକାର କଲେ; ଆମ୍ଭମାନଙ୍କର ବିପକ୍ଷମାନେ ତୁମ୍ଭର ପବିତ୍ର ଧାମ ପଦ ତଳେ ଦଳି ପକାଇଅଛନ୍ତି।