Isaiah 63:19 — Compare Translations

5 translations compared side by side

Odia - 1840
"ଯେଉଁମାନଙ୍କୁ ତୁମ୍ଭେ କବେେ ଶାସନ କରି ନାହଁ ଓ ଯେଉଁମାନେ ତୁମ୍ଭ ନାମ ରେ କବେେ ଖ୍ଯାତ ହାଇେ ନ ଥିଲେ, ଦୀର୍ଘକାଳ ସହେି ଲୋକମାନଙ୍କ ପରି ଆମ୍ଭେ ହାଇେଅଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁମାନଙ୍କ ଉପରେ ତୁମ୍ଭେ କେବେ କର୍ତ୍ତୃତ୍ଵ କରି ନାହଁ, ଯେଉଁମାନେ ତୁମ୍ଭ ନାମରେ କେବେ ଖ୍ୟାତ ହୋଇ ନ ଥିଲେ, ଏପରି ଲୋକମାନଙ୍କ ତୁଲ୍ୟ ଆମ୍ଭେମାନେ ହୋଇଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁମାନଙ୍କୁ ତୁମ୍ଭେ କେବେ ଶାସନ କରି ନାହଁ ଓ ଯେଉଁମାନେ ତୁମ୍ଭ ନାମରେ କେବେ ଖ୍ୟାତ ହୋଇ ନ ଥିଲେ, ଦୀର୍ଘକାଳ ସେହି ଲୋକମାନଙ୍କ ପରି ଆମ୍ଭେ ହୋଇଅଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁମାନଙ୍କ ଉପରେ ତୁମ୍ଭେ କେବେ କର୍ତ୍ତୃତ୍ୱ କରି ନାହଁ, ଯେଉଁମାନେ ତୁମ୍ଭ ନାମରେ କେବେ ଖ୍ୟାତ ହୋଇ ନ ଥିଲେ, ଏପରି ଲୋକମାନଙ୍କ ତୁଲ୍ୟ ଆମ୍ଭେମାନେ ହୋଇଅଛୁ।
Odia IRV 2017 (ଓଡିଆ ବାଇବେଲ)
ଯେଉଁମାନଙ୍କ ଉପରେ ତୁମ୍ଭେ କେବେ କର୍ତ୍ତୃତ୍ୱ କରି ନାହଁ, ଯେଉଁମାନେ ତୁମ୍ଭ ନାମରେ କେବେ ଖ୍ୟାତ ହୋଇ ନ ଥିଲେ, ଏପରି ଲୋକମାନଙ୍କ ତୁଲ୍ୟ ଆମ୍ଭେମାନେ ହୋଇଅଛୁ।