Isaiah 63:3 — Compare Translations
5 translations compared side by side
Odia - 1840
"ସେ ଉତ୍ତର କରନ୍ତି, ଆମ୍ଭେ ଏକାକୀ ଦ୍ରାକ୍ଷା ମର୍ଦ୍ଦନ କରିଅଛୁ ଓ ଲୋକମାନଙ୍କ ମଧ୍ଯରୁ ଆମ୍ଭ ସଙ୍ଗେ କହେି ନ ଥିଲେ। ଆମ୍ଭେ ନିଜର କୋରଧ ରେ ସମାନଙ୍କେୁ ଦଳନ କଲୁ ଓ ନିଜର କୋପ ରେ ସମାନଙ୍କେୁ ମର୍ଦ୍ଦନ କଲୁ। ଏଣୁ ସମାନଙ୍କେର ପ୍ରାଣ ରକ୍ତର ଛିଟା ରେ ଆମ୍ଭ ବସ୍ତ୍ର ରଞ୍ଜିତ ହେଲା ଓ ଆମ୍ଭେ ସହେି ରକ୍ତ ରଞ୍ଜିତ ବସ୍ତ୍ର ପରିଧାନ କରିଅଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ଏକାକୀ ଦ୍ରାକ୍ଷାମର୍ଦ୍ଦନ କରିଅଛୁ ଓ ଲୋକମାନଙ୍କ ମଧ୍ୟରୁ ଆମ୍ଭ ସଙ୍ଗେ କେହି ନ ଥିଲା; ଆମ୍ଭେ ଆପଣା କ୍ରୋଧରେ ସେମାନଙ୍କୁ ଦଳନ କଲୁ ଓ ଆପଣା କୋପରେ ସେମାନଙ୍କୁ ମର୍ଦ୍ଦନ କଲୁ; ଏଣୁ ସେମାନଙ୍କ ପ୍ରାଣ-ରକ୍ତର ଛିଟା ଆମ୍ଭ ବସ୍ତ୍ରରେ ପଡ଼ିଲା ଓ ଆମ୍ଭେ ଆପଣାର ପରିହିତ ବସ୍ତ୍ରସବୁ ଦାଗଯୁକ୍ତ କରିଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଉତ୍ତର କରନ୍ତି, “ଆମ୍ଭେ ଏକାକୀ ଦ୍ରାକ୍ଷା ମର୍ଦ୍ଦନ କରିଅଛୁ ଓ ଲୋକମାନଙ୍କ ମଧ୍ୟରୁ ଆମ୍ଭ ସଙ୍ଗେ କେହି ନ ଥିଲେ। ଆମ୍ଭେ ନିଜର କ୍ରୋଧରେ ସେମାନଙ୍କୁ ଦଳନ କଲୁ ଓ ନିଜର କୋପରେ ସେମାନଙ୍କୁ ମର୍ଦ୍ଦନ କଲୁ। ଏଣୁ ସେମାନଙ୍କର ପ୍ରାଣ ରକ୍ତର ଛିଟାରେ ଆମ୍ଭ ବସ୍ତ୍ର ରଞ୍ଜିତ ହେଲା ଓ ଆମ୍ଭେ ସେହି ରକ୍ତ ରଞ୍ଜିତ ବସ୍ତ୍ର ପରିଧାନ କରିଅଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଆମ୍ଭେ ଏକାକୀ ଦ୍ରାକ୍ଷାମର୍ଦ୍ଦନ କରିଅଛୁ ଓ ଲୋକମାନଙ୍କ ମଧ୍ୟରୁ ଆମ୍ଭ ସଙ୍ଗେ କେହି ନ ଥିଲା; ଆମ୍ଭେ ଆପଣା କ୍ରୋଧରେ ସେମାନଙ୍କୁ ଦଳନ କଲୁ ଓ ଆପଣା କୋପରେ ସେମାନଙ୍କୁ ମର୍ଦ୍ଦନ କଲୁ; ଏଣୁ ସେମାନଙ୍କ ପ୍ରାଣରକ୍ତର ଛିଟା ଆମ୍ଭ ବସ୍ତ୍ରରେ ପଡ଼ିଲା ଓ ଆମ୍ଭେ ଆପଣାର ପରିହିତ ବସ୍ତ୍ରସବୁ ଦାଗଯୁକ୍ତ କରିଅଛୁ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ଏକାକୀ ଦ୍ରାକ୍ଷାମର୍ଦ୍ଦନ କରିଅଛୁ ଓ ଲୋକମାନଙ୍କ ମଧ୍ୟରୁ ଆମ୍ଭ ସଙ୍ଗେ କେହି ନ ଥିଲା; ଆମ୍ଭେ ଆପଣା କ୍ରୋଧରେ ସେମାନଙ୍କୁ ଦଳନ କଲୁ ଓ ଆପଣା କୋପରେ ସେମାନଙ୍କୁ ମର୍ଦ୍ଦନ କଲୁ; ଏଣୁ ସେମାନଙ୍କ ପ୍ରାଣରକ୍ତର ଛିଟା ଆମ୍ଭ ବସ୍ତ୍ରରେ ପଡ଼ିଲା ଓ ଆମ୍ଭେ ଆପଣାର ପରିହିତ ବସ୍ତ୍ରସବୁ ଦାଗଯୁକ୍ତ କରିଅଛୁ।