Isaiah 63:4 — Compare Translations
5 translations compared side by side
Odia - 1840
"କାରଣ ପ୍ରତି ଶାଧେର ଦିନ ଆମ୍ଭ ହୃଦଯ ରେ ଥିଲା ଓ ଆମ୍ଭ ମୁକ୍ତ ଲୋକମାନଙ୍କର ବର୍ଷ ଉପସ୍ଥିତ ହାଇେଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ପ୍ରତିଶୋଧର ଦିନ ଆମ୍ଭ ଚିତ୍ତରେ ଥିଲା ଓ ଆମ୍ଭ ମୁକ୍ତ ଲୋକମାନଙ୍କର ବର୍ଷ ଉପସ୍ଥିତ ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ପ୍ରତିଶୋଧର ଦିନ ଆମ୍ଭ ହୃଦୟରେ ଥିଲା ଓ ଆମ୍ଭ ମୁକ୍ତ ଲୋକମାନଙ୍କର ବର୍ଷ ଉପସ୍ଥିତ ହୋଇଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ପ୍ରତିଶୋଧର ଦିନ ଆମ୍ଭ ଚିତ୍ତରେ ଥିଲା ଓ ଆମ୍ଭ ମୁକ୍ତ ଲୋକମାନଙ୍କର ବର୍ଷ ଉପସ୍ଥିତ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
କାରଣ ପ୍ରତିଶୋଧର ଦିନ ଆମ୍ଭ ଚିତ୍ତରେ ଥିଲା ଓ ଆମ୍ଭ ମୁକ୍ତ ଲୋକମାନଙ୍କର ବର୍ଷ ଉପସ୍ଥିତ ହୋଇଅଛି।