Isaiah 63:5 — Compare Translations

5 translations compared side by side

Odia - 1840
"ଆମ୍ଭେ ଅନାଇଲୁ, ମାତ୍ର ସାହାୟ୍ଯକାରୀ କହେି ନ ଥିଲେ। ସହାୟକ ନ ଥିବାରୁ ଆମ୍ଭେ ଆଶ୍ଚର୍ୟ୍ଯ ହେଲୁ। ଏଣୁ ଆମ୍ଭ ନିଜ ବାହୁ ଆମ୍ଭ ନିକଟକୁ ପରିତ୍ରାଣ ଆଣିଲା ଓ ଆମ୍ଭର କୋପ ଆମ୍ଭର ସହାୟତା କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ଅନାଇଲୁ, ସାହାଯ୍ୟ କରିବାକୁ କେହି ନ ଥିଲା ଓ ସହାୟ ହେବାକୁ କେହି ନ ଥିବାରୁ ଆମ୍ଭେ ଚମତ୍କୃତ ହେଲୁ; ଏନିମନ୍ତେ ଆମ୍ଭ ନିଜ ବାହୁ ଆମ୍ଭ ନିକଟକୁ ପରିତ୍ରାଣ ଆଣିଲାି⇧ ଓ ଆମ୍ଭର କୋପ ଆମ୍ଭର ସହାୟତା କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ଅନାଇଲୁ, ମାତ୍ର ସାହାଯ୍ୟକାରୀ କେହି ନ ଥିଲେ। ସହାୟକ ନ ଥିବାରୁ ଆମ୍ଭେ ଆଶ୍ଚର୍ଯ୍ୟ ହେଲୁ। ଏଣୁ ଆମ୍ଭ ନିଜ ବାହୁ ଆମ୍ଭ ନିକଟକୁ ପରିତ୍ରାଣ ଆଣିଲା ଓ ଆମ୍ଭର କୋପ ଆମ୍ଭର ସହାୟତା କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ଅନାଇଲୁ, ଆଉ ସାହାଯ୍ୟ କରିବାକୁ କେହି ନ ଥିଲା ଓ ସହାୟ ହେବାକୁ କେହି ନ ଥିବାରୁ ଆମ୍ଭେ ଚମତ୍କୃତ ହେଲୁ; ଏନିମନ୍ତେ ଆମ୍ଭ ନିଜ ବାହୁ ଆମ୍ଭ ନିକଟକୁ ପରିତ୍ରାଣ ଆଣିଲା ଓ ଆମ୍ଭର କୋପ ଆମ୍ଭର ସହାୟତା କଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ଅନାଇଲୁ, ଆଉ ସାହାଯ୍ୟ କରିବାକୁ କେହି ନ ଥିଲା ଓ ସହାୟ ହେବାକୁ କେହି ନ ଥିବାରୁ ଆମ୍ଭେ ଚମତ୍କୃତ ହେଲୁ; ଏନିମନ୍ତେ ଆମ୍ଭ ନିଜ ବାହୁ ଆମ୍ଭ ନିକଟକୁ ପରିତ୍ରାଣ ଆଣିଲା ଓ ଆମ୍ଭର କୋପ ଆମ୍ଭର ସହାୟତା କଲା।