Isaiah 63:6 — Compare Translations

5 translations compared side by side

Odia - 1840
"ପୁଣି ଆମ୍ଭେ ନିଜର କୋର୍ଧ ରେ ଲୋକମାନଙ୍କୁ ଦଳି ପକାଇଲୁ ଓ ଆମ୍ଭ କୋପ ରେ ସମାନଙ୍କେୁ ମତ୍ତ କରାଇଲୁ; ପୁଣି ଭୂମିରେ ସମାନଙ୍କେର ପ୍ରାଣର ରକ୍ତ ଢ଼ାଳି ଦଲେୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ଆପଣା କ୍ରୋଧରେ ଲୋକମାନଙ୍କୁ ଦଳି ପକାଇଲୁ ଓ ଆମ୍ଭ କୋପରେ ସେମାନଙ୍କୁ ମତ୍ତ କରାଇଲୁ, ପୁଣି ଭୂମିରେ ସେମାନଙ୍କ ପ୍ରାଣ-ରକ୍ତ ଢାଳି ପକାଇଲୁ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଆମ୍ଭେ ନିଜର କ୍ରୋଧରେ ଲୋକମାନଙ୍କୁ ଦଳି ପକାଇଲୁ ଓ ଆମ୍ଭ କୋପରେ ସେମାନଙ୍କୁ ମତ୍ତ କରାଇଲୁ; ପୁଣି ଭୂମିରେ ସେମାନଙ୍କର ପ୍ରାଣର ରକ୍ତ ଢାଳି ଦେଲୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ଆପଣା କ୍ରୋଧରେ ଲୋକମାନଙ୍କୁ ଦଳି ପକାଇଲୁ ଓ ଆମ୍ଭ କୋପରେ ସେମାନଙ୍କୁ ମତ୍ତ କରାଇଲୁ, ପୁଣି ଭୂମିରେ ସେମାନଙ୍କ ପ୍ରାଣରକ୍ତ ଢାଳି ପକାଇଲୁ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ଆପଣା କ୍ରୋଧରେ ଲୋକମାନଙ୍କୁ ଦଳି ପକାଇଲୁ ଓ ଆମ୍ଭ କୋପରେ ସେମାନଙ୍କୁ ମତ୍ତ କରାଇଲୁ, ପୁଣି ଭୂମିରେ ସେମାନଙ୍କ ପ୍ରାଣରକ୍ତ ଢାଳି ପକାଇଲୁ।