Isaiah 63:7 — Compare Translations
5 translations compared side by side
Odia - 1840
"ଆମ୍ଭେ ସଦାପ୍ରଭୁଙ୍କର ସ୍ନହପେୂର୍ଣ୍ଣ କରୁଣାସବୁ କୀର୍ତ୍ତନ କରିବା ଓ ସଦାପ୍ରଭୁ ଆମ୍ଭମାନଙ୍କର ଯେ ସବୁ ଉପକାର କରିଅଛନ୍ତି, ପୁଣି ନିଜର ନାନାବିଧ ଦୟା ଓ ଅପାର ସ୍ନହପେୂର୍ଣ୍ଣ କରୁଣା ଅନୁସାରେ ଇଶ୍ରାୟେଲ ବଂଶର ଯେଉଁ ପ୍ରଚୁର ମଙ୍ଗଳ କରିଅଛନ୍ତି, ତଦନୁସା ରେ ଆମ୍ଭେ ସଦାପ୍ରଭୁଙ୍କର ପ୍ରଶଂସା ଗାନ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭ ସଦାପ୍ରଭୁଙ୍କର ସ୍ନେହପୂର୍ଣ୍ଣ କରୁଣାସବୁ କୀର୍ତ୍ତନ କରିବା ଓ ସଦାପ୍ରଭୁ ଆମ୍ଭମାନଙ୍କର ଯେସବୁ ଉପକାର କରିଅଛନ୍ତି, ପୁଣି ଆପଣାର ନାନାବିଧ ଦୟା ଓ ପ୍ରଚୁର ସ୍ନେହପୂର୍ଣ୍ଣ-କରୁଣା ଅନୁସାରେ ଇସ୍ରାଏଲ-ବଂଶର ଯେଉଁ ପ୍ରଚୁର ମଙ୍ଗଳ କରିଅଛନ୍ତି, ତଦନୁସାରେ ଆମ୍ଭେ ସଦାପ୍ରଭୁଙ୍କର ପ୍ରଶଂସା କୀର୍ତ୍ତନ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ତାଙ୍କର ସନ୍ତାନମାନଙ୍କ ପ୍ରତି ସଦୟ ହୋଇଛନ୍ତି ଆମ୍ଭେ ସଦାପ୍ରଭୁଙ୍କର ସ୍ନେହପୂର୍ଣ୍ଣ କରୁଣାସବୁ କୀର୍ତ୍ତନ କରିବା ଓ ସଦାପ୍ରଭୁ ଆମ୍ଭମାନଙ୍କର ଯେ ସବୁ ଉପକାର କରିଅଛନ୍ତି, ପୁଣି ନିଜର ନାନାବିଧ ଦୟା ଓ ଅପାର ସ୍ନେହପୂର୍ଣ୍ଣ କରୁଣା ଅନୁସାରେ ଇସ୍ରାଏଲ ବଂଶର ଯେଉଁ ପ୍ରଚୁର ମଙ୍ଗଳ କରିଅଛନ୍ତି, ତଦନୁସାରେ ଆମ୍ଭେ ସଦାପ୍ରଭୁଙ୍କର ପ୍ରଶଂସା ଗାନ କରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ସଦାପ୍ରଭୁଙ୍କର ସ୍ନେହପୂର୍ଣ୍ଣ କରୁଣାସବୁ କୀର୍ତ୍ତନ କରିବା ଓ ସଦାପ୍ରଭୁ ଆମ୍ଭମାନଙ୍କର ଯେଉଁସବୁ ଉପକାର କରିଅଛନ୍ତି, ପୁଣି ଆପଣାର ନାନାବିଧ ଦୟା ଓ ପ୍ରଚୁର ସ୍ନେହପୂର୍ଣ୍ଣ କରୁଣା ଅନୁସାରେ ଇସ୍ରାଏଲ ବଂଶର ଯେଉଁ ପ୍ରଚୁର ମଙ୍ଗଳ କରିଅଛନ୍ତି, ତଦନୁସାରେ ଆମ୍ଭେ ସଦାପ୍ରଭୁଙ୍କର ପ୍ରଶଂସା କୀର୍ତ୍ତନ କରିବା।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ସଦାପ୍ରଭୁଙ୍କର ସ୍ନେହପୂର୍ଣ୍ଣ କରୁଣାସବୁ କୀର୍ତ୍ତନ କରିବା ଓ ସଦାପ୍ରଭୁ ଆମ୍ଭମାନଙ୍କର ଯେଉଁ ସବୁ ଉପକାର କରିଅଛନ୍ତି, ପୁଣି ଆପଣାର ନାନାବିଧ ଦୟା ଓ ପ୍ରଚୁର ସ୍ନେହପୂର୍ଣ୍ଣ କରୁଣା ଅନୁସାରେ ଇସ୍ରାଏଲ-ବଂଶର ଯେଉଁ ପ୍ରଚୁର ମଙ୍ଗଳ କରିଅଛନ୍ତି, ତଦନୁସାରେ ଆମ୍ଭେ ସଦାପ୍ରଭୁଙ୍କର ପ୍ରଶଂସା କୀର୍ତ୍ତନ କରିବା।