Isaiah 63:8 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ କହିଲେ, ନିଶ୍ଚଯ ସମାନେେ ଆମ୍ଭର ଲୋକ, ଯେଉଁମାନେ ଅସତ୍ଯ ବ୍ଯବହାର କରିବେ ନାହିଁ, ସମାନେେ ଆମ୍ଭର ସନ୍ତାନ। ଏଣୁ ସେ ସମାନଙ୍କେର ତ୍ରାଣକର୍ତ୍ତା ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେ କହିଲେ, ନିଶ୍ଚୟ ସେମାନେ ଆମ୍ଭର ଲୋକ, ଯେଉଁମାନେ ଅସତ୍ୟ ବ୍ୟବହାର ନ କରିବେ, ଏପରି ସନ୍ତାନ ଅଟନ୍ତି; ଏଣୁ ସେ ସେମାନଙ୍କର ତ୍ରାଣକର୍ତ୍ତା ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ କହିଲେ, “ନିଶ୍ଚୟ ସେମାନେ ଆମ୍ଭର ଲୋକ, ଯେଉଁମାନେ ଅସତ୍ୟ ବ୍ୟବହାର କରିବେ ନାହିଁ, ସେମାନେ ଆମ୍ଭର ସନ୍ତାନ।” ଏଣୁ ସେ ସେମାନଙ୍କର ତ୍ରାଣକର୍ତ୍ତା ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେ କହିଲେ, ନିଶ୍ଚୟ ସେମାନେ ଆମ୍ଭର ଲୋକ, ଯେଉଁମାନେ ଅସତ୍ୟ ବ୍ୟବହାର ନ କରିବେ, ଏପରି ସନ୍ତାନ ଅଟନ୍ତି; ଏଣୁ ସେ ସେମାନଙ୍କର ତ୍ରାଣକର୍ତ୍ତା ହେଲେ।
Odia IRV 2017 (ଓଡିଆ ବାଇବେଲ)
କାରଣ ସେ କହିଲେ, ନିଶ୍ଚୟ ସେମାନେ ଆମ୍ଭର ଲୋକ, ଯେଉଁମାନେ ଅସତ୍ୟ ବ୍ୟବହାର ନ କରିବେ, ଏପରି ସନ୍ତାନ ଅଟନ୍ତି; ଏଣୁ ସେ ସେମାନଙ୍କର ତ୍ରାଣକର୍ତ୍ତା ହେଲେ।