Isaiah 63:9 — Compare Translations
5 translations compared side by side
Odia - 1840
"ସେ ସମାନଙ୍କେର ସବୁ ଦୁଃଖ ରେ ଦୁଃଖିତ ହେଲେ। ତାହାଙ୍କର ଉପସ୍ଥିତି ସ୍ବରୂପ ଦୂତ ସମାନଙ୍କେୁ ପରିତ୍ରାଣ କଲେ। ସେ ସମାନଙ୍କେୁ ନିଜ ପ୍ ରମେ ଓ ଦୟାରୁ ମୁକ୍ତ କଲେ ଏବଂ ସମାନେେ ଅତି ପୁରୁଣା ସମୟ ଦଇେ ବହନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କର ସବୁ ଦୁଃଖରେ ସେ ଦୁଃଖିତ ହେଲେ ଓ ତାହାଙ୍କର ଶ୍ରୀମୁଖ ସ୍ଵରୂପ ଦୂତ ସେମାନଙ୍କୁ ପରିତ୍ରାଣ କଲେ; ସେ ଆପଣା ପ୍ରେମ ଓ ଆପଣା ଦୟାରେ ସେମାନଙ୍କୁ ମୁକ୍ତ କଲେ⇧ ଓ ପୁରାତନ କାଳର ସମସ୍ତ ଦିନ ସେମାନଙ୍କୁ ବହି କରି ନେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ସେମାନଙ୍କର ସବୁ ଦୁଃଖରେ ଦୁଃଖିତ ହେଲେ। ତାହାଙ୍କର ଉପସ୍ଥିତି ସ୍ୱରୂପ ଦୂତ ସେମାନଙ୍କୁ ପରିତ୍ରାଣ କଲେ। ସେ ସେମାନଙ୍କୁ ନିଜ ପ୍ରେମ ଓ ଦୟାରୁ ମୁକ୍ତ କଲେ ଏବଂ ସେମାନେ ଅତି ପୁରୁଣା ସମୟ ଦେଇ ବହନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କର ସବୁ ଦୁଃଖରେ ସେ ଦୁଃଖିତ ହେଲେ ଓ ତାହାଙ୍କର ଶ୍ରୀମୁଖ ସ୍ୱରୂପ ଦୂତ ସେମାନଙ୍କୁ ପରିତ୍ରାଣ କଲେ; ସେ ଆପଣା ପ୍ରେମ ଓ ଆପଣା ଦୟାରେ ସେମାନଙ୍କୁ ମୁକ୍ତ କଲେ ଓ ପୁରାତନ କାଳର ସମସ୍ତ ଦିନ ସେମାନଙ୍କୁ ବହନ କଲେ।
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କର ସବୁ ଦୁଃଖରେ ସେ ଦୁଃଖିତ ହେଲେ ଓ ତାହାଙ୍କର ଶ୍ରୀମୁଖ ସ୍ୱରୂପ ଦୂତ ସେମାନଙ୍କୁ ପରିତ୍ରାଣ କଲେ; ସେ ଆପଣା ପ୍ରେମ ଓ ଆପଣା ଦୟାରେ ସେମାନଙ୍କୁ ମୁକ୍ତ କଲେ ଓ ପୁରାତନ କାଳର ସମସ୍ତ ଦିନ ସେମାନଙ୍କୁ ବହନ କଲେ।