Isaiah 64:1 — Compare Translations
5 translations compared side by side
Odia - 1840
"ତୁମ୍ଭେ ଯଦି ଆକାଶକୁ ବିଦୀର୍ଣ୍ଣ କରି ପୃଥିବୀକୁ ଆସନ୍ତ, ତବେେ ସବୁ କିଛି ପରିବର୍ତ୍ତନ ହୁଅନ୍ତା ଓ ପର୍ବତଗୁଡ଼ିକ ତୁମ୍ଭ ସମ୍ମୁଖ ରେ ପ୍ରବାହିତ ହୁଅନ୍ତେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହା, ଅନ୍ୟ ଦେଶୀୟମାନେ ଯେପରି ତୁମ୍ଭ ସାକ୍ଷାତରେ କମ୍ପମାନ ହେବେ, ଏଥିପାଇଁ ତୁମ୍ଭ ବିପକ୍ଷଗଣକୁ ତୁମ୍ଭ ନାମ ଜ୍ଞାତ କରାଇବା ନିମନ୍ତେ,
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଯଦି ଆକାଶକୁ ବିଦୀର୍ଣ୍ଣ କରି ପୃଥିବୀକୁ ଆସନ୍ତ, ତେବେ ସବୁକିଛି ପରିବର୍ତ୍ତନ ହୁଅନ୍ତା ଓ ପର୍ବତଗୁଡ଼ିକ ତୁମ୍ଭ ସମ୍ମୁଖରେ ପ୍ରବାହିତ ହୁଅନ୍ତେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହା, ଅନ୍ୟ ଦେଶୀୟମାନେ ଯେପରି ତୁମ୍ଭ ସାକ୍ଷାତରେ କମ୍ପମାନ ହେବେ, ଏଥିପାଇଁ ତୁମ୍ଭ ବିପକ୍ଷଗଣକୁ ତୁମ୍ଭ ନାମ ଜ୍ଞାତ କରାଇବା ନିମନ୍ତେ,
Odia IRV 2017 (ଓଡିଆ ବାଇବେଲ)
ଆହା, ଅନ୍ୟ ଦେଶୀୟମାନେ ଯେପରି ତୁମ୍ଭ ସାକ୍ଷାତରେ କମ୍ପମାନ ହେବେ, ଏଥିପାଇଁ ତୁମ୍ଭ ବିପକ୍ଷଗଣକୁ ତୁମ୍ଭ ନାମ ଜ୍ଞାତ କରାଇବା ନିମନ୍ତେ,