Isaiah 64:10 — Compare Translations
5 translations compared side by side
Odia - 1840
"ତୁମ୍ଭର ପବିତ୍ର ନଗରଗୁଡ଼ିକ ପ୍ରାନ୍ତର ପାଲଟିଛି। ସିଯୋନ ପ୍ରାନ୍ତର ହାଇେଅଛି ଓ ୟିରୁଶାଲମ ଧ୍ବଂସ ହାଇେଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ପବିତ୍ର ନଗରସବୁ ପ୍ରାନ୍ତର ହୋଇଅଛି, ସିୟୋନ ପ୍ରାନ୍ତର ହୋଇଅଛି, ଯିରୂଶାଲମ ଧ୍ଵଂସସ୍ଥାନ ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ପବିତ୍ର ନଗରଗୁଡ଼ିକ ପ୍ରାନ୍ତର ପାଲଟିଅଛି। ସିୟୋନ ପ୍ରାନ୍ତର ହୋଇଅଛି ଓ ଯିରୁଶାଲମ ଧ୍ୱଂସ ହୋଇଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ପବିତ୍ର ନଗରସବୁ ପ୍ରାନ୍ତର ହୋଇଅଛି, ସିୟୋନ ପ୍ରାନ୍ତର ହୋଇଅଛି, ଯିରୂଶାଲମ ଧ୍ୱଂସସ୍ଥାନ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ପବିତ୍ର ନଗରସବୁ ପ୍ରାନ୍ତର ହୋଇଅଛି, ସିୟୋନ ପ୍ରାନ୍ତର ହୋଇଅଛି, ଯିରୂଶାଲମ ଧ୍ୱଂସସ୍ଥାନ ହୋଇଅଛି।