Isaiah 64:11 — Compare Translations
5 translations compared side by side
Odia - 1840
"ଆମ୍ଭମାନଙ୍କର ପିତୃପୁରୁଷଗଣ ଯେଉଁ ସ୍ଥାନ ରେ ତୁମ୍ଭର ପ୍ରଶଂସା କରୁଥିଲେ, ଆମ୍ଭମାନଙ୍କର ସହେି ପବିତ୍ର ଓ ରମଣୀଯ ଗୃହ ଅଗ୍ନି ରେ ଦ'ିଭୂତ ହାଇେଅଛି, ଆଉ ମଧ୍ଯ ଆମ୍ଭମାନଙ୍କର ମୂଲ୍ଯବାନ ପଦାର୍ଥଗୁଡ଼ିକ ବିନ୍ଟେ ହାଇେଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭମାନଙ୍କର ପିତୃଲୋକମାନେ ଯେଉଁ ସ୍ଥାନରେ ତୁମ୍ଭର ପ୍ରଶଂସା କଲେ, ଆମ୍ଭମାନଙ୍କର ସେହି ପବିତ୍ର ଓ ସୁନ୍ଦର ଗୃହ ଅଗ୍ନିରେ ଦଗ୍ଧ ହୋଇଅଛି ଓ ଆମ୍ଭମାନଙ୍କର ମନୋରମ୍ୟ ବିଷୟସବୁ ଉଚ୍ଛିନ୍ନ ହୋଇଅଛି।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭମାନଙ୍କର ପିତୃପୁରୁଷଗଣ ଯେଉଁ ସ୍ଥାନରେ ତୁମ୍ଭର ପ୍ରଶଂସା କରୁଥିଲେ, ଆମ୍ଭମାନଙ୍କର ସେହି ପବିତ୍ର ଓ ରମଣୀୟ ଗୃହ ଅଗ୍ନିରେ ଦଗ୍ଦିଭୂତ ହୋଇଅଛି, ଆଉ ମଧ୍ୟ ଆମ୍ଭମାନଙ୍କର ମୂଲ୍ୟବାନ ପଦାର୍ଥଗୁଡ଼ିକ ବିନଷ୍ଟ ହୋଇଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭମାନଙ୍କର ପିତୃଲୋକମାନେ ଯେଉଁ ସ୍ଥାନରେ ତୁମ୍ଭର ପ୍ରଶଂସା କଲେ, ଆମ୍ଭମାନଙ୍କର ସେହି ପବିତ୍ର ଓ ସୁନ୍ଦର ଗୃହ ଅଗ୍ନିରେ ଦଗ୍ଧ ହୋଇଅଛି ଓ ଆମ୍ଭମାନଙ୍କର ମନୋରମ୍ୟ ବିଷୟସବୁ ଉଚ୍ଛିନ୍ନ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭମାନଙ୍କର ପିତୃଲୋକମାନେ ଯେଉଁ ସ୍ଥାନରେ ତୁମ୍ଭର ପ୍ରଶଂସା କଲେ, ଆମ୍ଭମାନଙ୍କର ସେହି ପବିତ୍ର ଓ ସୁନ୍ଦର ଗୃହ ଅଗ୍ନିରେ ଦଗ୍ଧ ହୋଇଅଛି ଓ ଆମ୍ଭମାନଙ୍କର ମନୋରମ୍ୟ ବିଷୟସବୁ ଉଚ୍ଛିନ୍ନ ହୋଇଅଛି।