Isaiah 64:12 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ, ଏସବୁ ହେଲାପ ରେ ମଧ୍ଯ ତୁମ୍ଭେ କ'ଣ ନିଜକୁ ଆମ୍ଭଠାରୁ କ୍ଷାନ୍ତ କରି ରଖିବ? ତୁମ୍ଭେ କ'ଣ ନୀରବ ରହି ଆମ୍ଭମାନଙ୍କୁ କ୍ଲେଶ ଦଇେ ଚାଲିବ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୁ, ଏସବୁ ହେଲେ ହେଁ ତୁମ୍ଭେ କି ଆପଣାକୁ କ୍ଷା; କରି ରଖିବ? ତୁମ୍ଭେ କି ତୁନି ହୋଇ ରହି ଆମ୍ଭମାନଙ୍କୁ ଅତ୍ୟ; କ୍ଳେଶ ଦେବ?
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ଏସବୁ ହେଲା ପରେ ମଧ୍ୟ ତୁମ୍ଭେ କ’ଣ ନିଜକୁ ଆମ୍ଭଠାରୁ କ୍ଷାନ୍ତ କରି ରଖିବ? ତୁମ୍ଭେ କ’ଣ ନୀରବ ରହି ଆମ୍ଭମାନଙ୍କୁ କ୍ଳେଶ ଦେଇ ଗ୍ଭଲିବ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୁ, ଏହିସବୁ ହେଲେ ହେଁ ତୁମ୍ଭେ କି ଆପଣାକୁ କ୍ଷାନ୍ତ କରି ରଖିବ? ତୁମ୍ଭେ କି ତୁନି ହୋଇ ରହି ଆମ୍ଭମାନଙ୍କୁ ଅତ୍ୟନ୍ତ କ୍ଲେଶ ଦେବ?
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ଏହିସବୁ ହେଲେ ହେଁ ତୁମ୍ଭେ କି ଆପଣାକୁ କ୍ଷାନ୍ତ କରି ରଖିବ? ତୁମ୍ଭେ କି ତୁନି ହୋଇ ରହି ଆମ୍ଭମାନଙ୍କୁ ଅତ୍ୟନ୍ତ କ୍ଲେଶ ଦେବ?