Isaiah 64:2 — Compare Translations
5 translations compared side by side
Odia - 1840
"ଦେଶୀଯମାନେ ଯେପରି ତୁମ୍ଭ ସାକ୍ଷାତ ରେ କମ୍ପମାନ ହବେେ ଓ ଏଥି ସକାେଶ ତୁମ୍ଭ ବିପକ୍ଷଗଣଙ୍କୁ ତୁମ୍ଭ ନାମ ଜ୍ଞାତ କରାଇବା ନିମନ୍ତେ ପର୍ବତଗୁଡ଼ିକ ଜ୍ବଳନ୍ତ ଝାଟି ସଦୃଶ ଓ ଉତ୍ତପ୍ତ ଜଳ ଫୁଟିଲା ସଦୃଶ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅଗ୍ନି ଝାଟି ଜ୍ଵଳାଇବା ପରି, ଅଗ୍ନି ଜଳ ଫୁଟାଇବା ପରି ଯେବେ ତୁମ୍ଭେ ଆକାଶମଣ୍ତଳ ବିଦୀର୍ଣ୍ଣ କରି ଓହ୍ଲାଇ ଆସ; ଓ ପର୍ବତଗଣ ତୁମ୍ଭ ସାକ୍ଷାତରେ ପ୍ରବାହିତ ହୁଅନ୍ତେଣ!
Odia Bible ERV 2004 (ପବିତ୍ର ବାଇବଲ)
ଦେଶୀୟମାନେ ଯେପରି ତୁମ୍ଭ ସାକ୍ଷାତରେ କମ୍ପମାନ ହେବେ ଓ ଏଥି ସକାଶେ ତୁମ୍ଭ ବିପକ୍ଷଗଣଙ୍କୁ ତୁମ୍ଭ ନାମ ଜ୍ଞାତ କରାଇବା ନିମନ୍ତେ ପର୍ବତଗୁଡ଼ିକ ଜ୍ୱଳନ୍ତ ଝାଟି ସଦୃଶ ଓ ଉତ୍ତପ୍ତ ଜଳ ଫୁଟିଲା ସଦୃଶ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅଗ୍ନି ଝାଟି ଜ୍ୱଳାଇବା ପରି, ଅଗ୍ନି ଜଳ ଫୁଟାଇବା ପରି ଯଦି ତୁମ୍ଭେ ଆକାଶମଣ୍ଡଳ ବିଦୀର୍ଣ୍ଣ କରି ଓହ୍ଲାଇ ଆସନ୍ତ ଓ ପର୍ବତଗଣ ତୁମ୍ଭ ସାକ୍ଷାତରେ ପ୍ରବାହିତ ହୁଅନ୍ତେ!
Odia IRV 2017 (ଓଡିଆ ବାଇବେଲ)
ଅଗ୍ନି ଝାଟି ଜ୍ୱଳାଇବା ପରି, ଅଗ୍ନି ଜଳ ଫୁଟାଇବା ପରି ଯଦି ତୁମ୍ଭେ ଆକାଶମଣ୍ଡଳ ବିଦୀର୍ଣ୍ଣ କରି ଓହ୍ଲାଇ ଆସନ୍ତ ଓ ପର୍ବତଗଣ ତୁମ୍ଭ ସାକ୍ଷାତରେ ପ୍ରବାହିତ ହୁଅନ୍ତେ!