Isaiah 64:3 — Compare Translations

5 translations compared side by side

Odia - 1840
"ଯେତବେେଳେ ତୁମ୍ଭେ ଆଶ୍ଚର୍ୟ୍ଯ କାର୍ୟ୍ଯମାନ କଲ, ଆମ୍ଭେ ଆଶାକରି ନ ଥିଲୁ। ତାପ ରେ ତୁମ୍ଭେ ଓହ୍ଲାଇ ଆସିଲ ଓ ପର୍ବତ ତୁମ୍ଭ ଆଗ ରେ କମ୍ପନ କରିବାକୁ ଆରମ୍ଭ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେତେବେଳେ ତୁମ୍ଭେ ଆମ୍ଭମାନଙ୍କର ଅନପେକ୍ଷିତ ଭୟାନକ କ୍ରିୟା କଲ, ସେତେବେଳେ ତୁମ୍ଭେ ଓହ୍ଲାଇ ଆସିଲ, ପର୍ବତଗଣ ତୁମ୍ଭ ସାକ୍ଷାତରେ ପ୍ରବାହିତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ତୁମ୍ଭେ ଆଶ୍ଚର୍ଯ୍ୟ କାର୍ଯ୍ୟମାନ କଲ, ଆମ୍ଭେ ଆଶାକରି ନ ଥିଲୁ। ତା’ପରେ ତୁମ୍ଭେ ଓହ୍ଲାଇ ଆସିଲ ଓ ପର୍ବତ ତୁମ୍ଭ ଆଗରେ କମ୍ପନ କରିବାକୁ ଆରମ୍ଭ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେତେବେଳେ ତୁମ୍ଭେ ଆମ୍ଭମାନଙ୍କର ଅନପେକ୍ଷିତ ଭୟାନକ କ୍ରିୟା କଲ, ସେତେବେଳେ ତୁମ୍ଭେ ଓହ୍ଲାଇ ଆସିଲ, ପର୍ବତଗଣ ତୁମ୍ଭ ସାକ୍ଷାତରେ ପ୍ରବାହିତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଯେତେବେଳେ ତୁମ୍ଭେ ଆମ୍ଭମାନଙ୍କର ଅନପେକ୍ଷିତ ଭୟାନକ କ୍ରିୟା କଲ, ସେତେବେଳେ ତୁମ୍ଭେ ଓହ୍ଲାଇ ଆସିଲ, ପର୍ବତଗଣ ତୁମ୍ଭ ସାକ୍ଷାତରେ ପ୍ରବାହିତ ହେଲେ।