Isaiah 64:4 — Compare Translations
5 translations compared side by side
Odia - 1840
"କାରଣ ଯେ ନିଜ ଅପେକ୍ଷାକାରୀ ପକ୍ଷ ରେ କାର୍ୟ୍ଯ ସାଧନ କରନ୍ତି, ଲୋକେ ପ୍ରାଚୀନ କାଳରୁ ତୁମ୍ଭ ଛଡ଼ା ଅନ୍ୟ ପରମେଶ୍ବର କଥା ଶୁଣି ନାହାଁନ୍ତି କିମ୍ବା କର୍ଣ୍ଣଗୋଚର ହାଇେ ନାହିଁ କିମ୍ବା ଚକ୍ଷୁ ଦେଖି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଯେ ଆପଣା ଅପେକ୍ଷାକାରୀ ପକ୍ଷରେ କାର୍ଯ୍ୟ ସାଧନ କରନ୍ତି, ଲୋକେ ପ୍ରାଚୀନ କାଳରୁ ତୁମ୍ଭ ଛଡ଼ା ଅନ୍ୟ ପରମେଶ୍ଵର ବିଷୟ ଶୁଣି ନାହାନ୍ତି, ଅଥବା କର୍ଣ୍ଣ ଜ୍ଞାତ ହୋଇ ନାହିଁ, କିଅବା ଚକ୍ଷୁ ଦେଖି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ଯେ ନିଜ ଅପେକ୍ଷାକାରୀ ପକ୍ଷରେ କାର୍ଯ୍ୟ ସାଧନ କରନ୍ତି, ଲୋକେ ପ୍ରାଚୀନ କାଳରୁ ତୁମ୍ଭ ଛଡ଼ା ଅନ୍ୟ ପରମେଶ୍ୱର କଥା ଶୁଣି ନାହାନ୍ତି କିମ୍ବା କର୍ଣ୍ଣଗୋଚର ହୋଇ ନାହିଁ କିମ୍ବା ଚକ୍ଷୁ ଦେଖି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଯେ ଆପଣା ଅପେକ୍ଷାକାରୀ ପକ୍ଷରେ କାର୍ଯ୍ୟ ସାଧନ କରନ୍ତି, ଲୋକେ ପ୍ରାଚୀନ କାଳରୁ ତୁମ୍ଭ ଛଡ଼ା ଅନ୍ୟ ପରମେଶ୍ୱର ବିଷୟ ଶୁଣି ନାହାନ୍ତି, ଅଥବା କର୍ଣ୍ଣ ଜ୍ଞାତ ହୋଇ ନାହିଁ, କିଅବା ଚକ୍ଷୁ ଦେଖି ନାହିଁ।
Odia IRV 2017 (ଓଡିଆ ବାଇବେଲ)
କାରଣ ଯେ ଆପଣା ଅପେକ୍ଷାକାରୀ ପକ୍ଷରେ କାର୍ଯ୍ୟ ସାଧନ କରନ୍ତି, ଲୋକେ ପ୍ରାଚୀନ କାଳରୁ ତୁମ୍ଭ ଛଡ଼ା ଅନ୍ୟ ପରମେଶ୍ୱର ବିଷୟ ଶୁଣି ନାହାନ୍ତି, ଅଥବା କର୍ଣ୍ଣ ଜ୍ଞାତ ହୋଇ ନାହିଁ, କିଅବା ଚକ୍ଷୁ ଦେଖି ନାହିଁ।