Isaiah 64:5 — Compare Translations

5 translations compared side by side

Odia - 1840
"ଯେଉଁମାନେ ତୁମ୍ଭକୁ ସ୍ମରଣ କରନ୍ତି, ତୁମ୍ଭେ ସହେିମାନଙ୍କୁ ଆଘାତ କରିଛ। ମାତ୍ର ଅତୀତ କାଳ ରେ ଆମ୍ଭେ ପାପ କଲୁ ଏବଂ ତୁମ୍ଭେ ରାଗିଲ। ଅତୀତ କାଳ ରେ ଆମ୍ଭମାନେେ ଦୋଷ କଲୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ଲୋକ ଆନନ୍ଦରେ ଧର୍ମାଚରଣ କରେ, ଯେଉଁମାନେ ତୁମ୍ଭ ପଥରେ ତୁମ୍ଭକୁ ସ୍ମରଣ କରନ୍ତି, ତୁମ୍ଭେ ସେମାନଙ୍କ ସହିତ ସାକ୍ଷାତ କରିଥାଅ; ଦେଖ, ତୁମ୍ଭେ କ୍ରୁଦ୍ଧ ଥିଲ ଓ ଆମ୍ଭେମାନେ ପାପ କଲୁ; ଆମ୍ଭେମାନେ ଦୀର୍ଘ କାଳ ତହିଁରେ ରହିଅଛୁ, ଆମ୍ଭେମାନେ କି ପରିତ୍ରାଣ ପାଇବା?
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁମାନେ ତୁମ୍ଭକୁ ସ୍ମରଣ କରନ୍ତି, ତୁମ୍ଭେ ସେହିମାନଙ୍କୁ ଆଘାତ କରିଛ। ମାତ୍ର ଅତୀତ କାଳରେ ଆମ୍ଭେ ପାପ କଲୁ ଏବଂ ତୁମ୍ଭେ ରାଗିଲ। ଅତୀତ କାଳରେ ଆମ୍ଭେମାନେ ଦୋଷ କଲୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ଲୋକ ଆନନ୍ଦରେ ଧର୍ମାଚରଣ କରେ, ଯେଉଁମାନେ ତୁମ୍ଭ ପଥରେ ତୁମ୍ଭକୁ ସ୍ମରଣ କରନ୍ତି, ତୁମ୍ଭେ ସେମାନଙ୍କ ସହିତ ସାକ୍ଷାତ କରିଥାଅ; ଦେଖ, ତୁମ୍ଭେ କ୍ରୁଦ୍ଧ ଥିଲ ଓ ଆମ୍ଭେମାନେ ପାପ କଲୁ; ଆମ୍ଭେମାନେ ଦୀର୍ଘ କାଳ ତହିଁରେ ରହିଅଛୁ, ଆମ୍ଭେମାନେ କି ପରିତ୍ରାଣ ପାଇବା?
Odia IRV 2017 (ଓଡିଆ ବାଇବେଲ)