Isaiah 64:6 — Compare Translations

5 translations compared side by side

Odia - 1840
"ଆମ୍ଭମାନେେ ସମସ୍ତେ ପାପ ରେ ଅପବିତ୍ର ଓ ଆମ୍ଭମାନଙ୍କର ଧର୍ମକର୍ମ ସବୁ ଅଶୁଚି ବସ୍ତ୍ର ସଦୃଶ ଅଟେ। ଆମ୍ଭମାନେେ ଝଡ଼ିଲା ପତ୍ର ସଦୃଶ ଓ ଆମ୍ଭମାନଙ୍କର ପାପଗୁଡ଼ିକ ବାଯୁ ତୁଳ୍ଯ ଆମ୍ଭମାନଙ୍କୁ ଉଡ଼ାଇ ନିଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଆମ୍ଭେ ସମସ୍ତେ ଅଶୁଚି ଲୋକ ତୁଲ୍ୟ ହୋଇଅଛୁ ଓ ଆମ୍ଭମାନଙ୍କର ଧର୍ମକର୍ମସବୁ ଅଶୁଚି ବସ୍ତ୍ର ତୁଲ୍ୟ ଅଟେ ଓ ଆମ୍ଭେ ସମସ୍ତେ ପତ୍ର ତୁଲ୍ୟ ଜୀର୍ଣ୍ଣ ହେଉଅଛୁ; ଆଉ, ଆମ୍ଭମାନଙ୍କର ଅପରାଧସବୁ ବାୟୁ ପରି ଆମ୍ଭମାନଙ୍କୁ ଉଡ଼ାଇ ନିଏ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେମାନେ ସମସ୍ତେ ପାପରେ ଅପବିତ୍ର ଓ ଆମ୍ଭମାନଙ୍କର ଧର୍ମକର୍ମ ସବୁ ଅଶୁଚି ବସ୍ତ୍ର ସଦୃଶ ଅଟେ। ଆମ୍ଭେମାନେ ଝଡ଼ିଲା ପତ୍ର ସଦୃଶ ଓ ଆମ୍ଭମାନଙ୍କର ପାପଗୁଡ଼ିକ ବାୟୁ ତୁଲ୍ୟ ଆମ୍ଭମାନଙ୍କୁ ଉଡ଼ାଇ ନିଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଆମ୍ଭେ ସମସ୍ତେ ଅଶୁଚି ଲୋକ ତୁଲ୍ୟ ହୋଇଅଛୁ ଓ ଆମ୍ଭମାନଙ୍କର ଧର୍ମକର୍ମସବୁ ଅଶୁଚି ବସ୍ତ୍ର ତୁଲ୍ୟ ଅଟେ ଓ ଆମ୍ଭେ ସମସ୍ତେ ପତ୍ର ତୁଲ୍ୟ ଜୀର୍ଣ୍ଣ ହେଉଅଛୁ; ଆଉ, ଆମ୍ଭମାନଙ୍କର ଅପରାଧସବୁ ବାୟୁ ପରି ଆମ୍ଭମାନଙ୍କୁ ଉଡ଼ାଇ ନିଏ।
Odia IRV 2017 (ଓଡିଆ ବାଇବେଲ)
କାରଣ ଆମ୍ଭେ ସମସ୍ତେ ଅଶୁଚି ଲୋକ ତୁଲ୍ୟ ହୋଇଅଛୁ ଓ ଆମ୍ଭମାନଙ୍କର ଧର୍ମକର୍ମସବୁ ଅଶୁଚି ବସ୍ତ୍ର ତୁଲ୍ୟ ଅଟେ ଓ ଆମ୍ଭେ ସମସ୍ତେ ପତ୍ର ତୁଲ୍ୟ ଜୀର୍ଣ୍ଣ ହେଉଅଛୁ; ଆଉ, ଆମ୍ଭମାନଙ୍କର ଅପରାଧସବୁ ବାୟୁ ପରି ଆମ୍ଭମାନଙ୍କୁ ଉଡ଼ାଇ ନିଏ।