Isaiah 64:7 — Compare Translations

5 translations compared side by side

Odia - 1840
"ତୁମ୍ଭ ନାମ ରେ ପୂଜା କରିବାକୁ ଓ ତୁମ୍ଭକୁ ଅନୁସରଣ କରିବା ନିମନ୍ତେ ନିଜକୁ ଉତ୍ତଜେିତ କରିବାକୁ କହେି ନାହିଁ। କାରଣ ତୁମ୍ଭେ ଆମ୍ଭମାନଙ୍କ ପ୍ରତି ବିମୁଖ ହାଇେଅଛି ଓ ଆମ୍ଭମାନଙ୍କ ପାପଦ୍ବାରା ଆମ୍ଭମାନଙ୍କୁ କ୍ଷଯ କରିଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯେ ତୁମ୍ଭ ନାମରେ ପ୍ରାର୍ଥନା କରେ, ଯେ ତୁମ୍ଭକୁ ଧରିବା ପାଇଁ ଆପଣାକୁ ଉତ୍ତେଜିତ କରେ, ଏପରି କେହି ନାହିଁ; କାରଣ ତୁମ୍ଭେ ଆମ୍ଭମାନଙ୍କଠାରୁ ଆପଣା ମୁଖ ଲୁଚାଇଅଛ ଓ ଆମ୍ଭମାନଙ୍କର ଅପରାଧ ଦ୍ଵାରା ଆମ୍ଭମାନଙ୍କୁ କ୍ଷୟ କରିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭ ନାମରେ ପୂଜା କରିବାକୁ ଓ ତୁମ୍ଭକୁ ଅନୁସରଣ କରିବା ନିମନ୍ତେ ନିଜକୁ ଉତ୍ତେଜିତ କରିବାକୁ କେହି ନାହିଁ। କାରଣ ତୁମ୍ଭେ ଆମ୍ଭମାନଙ୍କ ପ୍ରତି ବିମୁଖ ହୋଇଅଛି ଓ ଆମ୍ଭମାନଙ୍କ ପାପଦ୍ୱାରା ଆମ୍ଭମାନଙ୍କୁ କ୍ଷୟ କରିଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯେ ତୁମ୍ଭ ନାମରେ ପ୍ରାର୍ଥନା କରେ, ଯେ ତୁମ୍ଭକୁ ଧରିବା ପାଇଁ ଆପଣାକୁ ଉତ୍ତେଜିତ କରେ, ଏପରି କେହି ନାହିଁ; କାରଣ ତୁମ୍ଭେ ଆମ୍ଭମାନଙ୍କଠାରୁ ଆପଣା ମୁଖ ଲୁଚାଇଅଛ ଓ ଆମ୍ଭମାନଙ୍କର ଅପରାଧ ଦ୍ୱାରା ଆମ୍ଭମାନଙ୍କୁ କ୍ଷୟ କରିଅଛ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯେ ତୁମ୍ଭ ନାମରେ ପ୍ରାର୍ଥନା କରେ, ଯେ ତୁମ୍ଭକୁ ଧରିବା ପାଇଁ ଆପଣାକୁ ଉତ୍ତେଜିତ କରେ, ଏପରି କେହି ନାହିଁ; କାରଣ ତୁମ୍ଭେ ଆମ୍ଭମାନଙ୍କଠାରୁ ଆପଣା ମୁଖ ଲୁଚାଇଅଛ ଓ ଆମ୍ଭମାନଙ୍କର ଅପରାଧ ଦ୍ୱାରା ଆମ୍ଭମାନଙ୍କୁ କ୍ଷୟ କରିଅଛ।