Isaiah 64:8 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କର ପିତା ଅଟ। ଆମ୍ଭମାନେେ ମୃତ୍ତିକା ଓ ତୁମ୍ଭେ ଆମ୍ଭମାନଙ୍କର କୁମ୍ଭକାର। ଆମ୍ଭେ ସମସ୍ତେ ତୁମ୍ଭ ହସ୍ତର କର୍ମ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଏବେ ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କର ପିତା ଅଟ; ଆମ୍ଭେମାନେ ମୃତ୍ତିକା, ତୁମ୍ଭେ ଆମ୍ଭମାନଙ୍କର କୁମ୍ଭକାର; ପୁଣି, ଆମ୍ଭେ ସମସ୍ତେ ତୁମ୍ଭର ହସ୍ତକୃତ କର୍ମ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କର ପିତା ଅଟ। ଆମ୍ଭେମାନେ ମୃତ୍ତିକା ଓ ତୁମ୍ଭେ ଆମ୍ଭମାନଙ୍କର କୁମ୍ଭକାର। ଆମ୍ଭେ ସମସ୍ତେ ତୁମ୍ଭ ହସ୍ତର କର୍ମ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଏବେ ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କର ପିତା ଅଟ; ଆମ୍ଭେମାନେ ମୃତ୍ତିକା, ତୁମ୍ଭେ ଆମ୍ଭମାନଙ୍କର କୁମ୍ଭକାର; ପୁଣି, ଆମ୍ଭେ ସମସ୍ତେ ତୁମ୍ଭର ହସ୍ତକୃତ କର୍ମ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଏବେ ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କର ପିତା ଅଟ; ଆମ୍ଭେମାନେ ମୃତ୍ତିକା, ତୁମ୍ଭେ ଆମ୍ଭମାନଙ୍କର କୁମ୍ଭକାର; ପୁଣି, ଆମ୍ଭେ ସମସ୍ତେ ତୁମ୍ଭର ହସ୍ତକୃତ କର୍ମ।