Isaiah 64:9 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ, ଅତ୍ଯନ୍ତ କ୍ରୋଧିତ ହୁଅ ନାହିଁ କି ଆମ୍ଭମାନଙ୍କର ପାପକୁ ଚିରକାଳ ମନରେଖ ନାହିଁ। ଆମ୍ଭମାନେେ ବିନତି କରୁଛୁ, ଆମ୍ଭପ୍ରତି ଦୃଷ୍ଟି କର, ଆମ୍ଭେ ସମସ୍ତେ ତୁମ୍ଭର ସନ୍ତାନ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ଅତ୍ୟ; କ୍ରୁଦ୍ଧ ହୁଅ ନାହିଁ, କିଅବା ଚିର କାଳ ଅପରାଧ ମନରେ ରଖ ନାହିଁ; ଆମ୍ଭେମାନେ ବିନତି କରୁ, ଦେଖ, ଦୃଷ୍ଟି କର, ଆମ୍ଭେ ସମସ୍ତେ ତୁମ୍ଭର ଲୋକ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ଅତ୍ୟନ୍ତ କ୍ରୋଧିତ ହୁଅ ନାହିଁ କି ଆମ୍ଭମାନଙ୍କର ପାପକୁ ଚିରକାଳ ମନେରଖ ନାହିଁ। ଆମ୍ଭେମାନେ ବିନତି କରୁଅଛୁ, ଆମ୍ଭ ପ୍ରତି ଦୃଷ୍ଟି କର, ଆମ୍ଭେ ସମସ୍ତେ ତୁମ୍ଭର ସନ୍ତାନ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ଅତ୍ୟନ୍ତ କ୍ରୁଦ୍ଧ ହୁଅ ନାହିଁ, କିଅବା ଚିରକାଳ ଅପରାଧ ମନରେ ରଖ ନାହିଁ; ଆମ୍ଭେମାନେ ବିନତି କରୁ, ଦେଖ, ଦୃଷ୍ଟି କର, ଆମ୍ଭେ ସମସ୍ତେ ତୁମ୍ଭର ଲୋକ।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ଅତ୍ୟନ୍ତ କ୍ରୁଦ୍ଧ ହୁଅ ନାହିଁ, କିଅବା ଚିର କାଳ ଅପରାଧ ମନରେ ରଖ ନାହିଁ; ଆମ୍ଭେମାନେ ବିନତି କରୁ, ଦେଖ, ଦୃଷ୍ଟି କର, ଆମ୍ଭେ ସମସ୍ତେ ତୁମ୍ଭର ଲୋକ।