Isaiah 65:1 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ କହିଲେ, ଯେଉଁମାନେ ଆମ୍ଭ ବିଷଯ ରେ ପଚାରିଲେ ନାହିଁ, ସମାନଙ୍କେ ଦ୍ବାରା ଆମ୍ଭେ ଅନ୍ବଷେିତ ହେଲୁ, ଯେଉଁମାନେ ଆମ୍ଭକୁ ଖାଜେିଲେ ନାହିଁ, ଆମ୍ଭେ ସମାନଙ୍କେୁ ପ୍ରାପ୍ତ ହେଲୁ। ପୁଣି ଯେଉଁ ଦେଶୀଯମାନେ ଆମ୍ଭର ନାମ ଉଚ୍ଚାରଣ କରି ନ ଥିଲେ, ଆମ୍ଭେ ସମାନଙ୍କେୁ 'ଆମ୍ଭକୁ ଦେଖ, ଆମ୍ଭକୁ ଦେଖ' ବୋଲି କହିଲୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁମାନେ ଆମ୍ଭ ବିଷୟ ପଚାରିଲେ ନାହିଁ, ସେମାନଙ୍କ ଦ୍ଵାରା ଆମ୍ଭେ ଅନ୍ଵେଷିତ ହେଉଅଛୁ; ଯେଉଁମାନେ ଆମ୍ଭର ଅନ୍ଵେଷଣ କଲେ ନାହିଁ, ସେମାନେ ଆମ୍ଭକୁ ପ୍ରାପ୍ତ ହେଉଅଛନ୍ତିନ୍ତ ଯେଉଁ ଦେଶୀୟ ଲୋକେ ଆମ୍ଭ ନାମରେ ଖ୍ୟାତ ହୋଇ ନ ଥିଲେ, ସେମାନଙ୍କୁ, ଆମ୍ଭକୁ ଦେଖ, ଆମ୍ଭକୁ ଦେଖ ବୋଲି ଆମ୍ଭେ କହିଲୁ ।
Odia Bible ERV 2004 (ପବିତ୍ର ବାଇବଲ)
ସମସ୍ତ ଲୋକ ପରମେଶ୍ୱରଙ୍କ ବିଷୟରେ ଶିକ୍ଷା କରିବେ ସଦାପ୍ରଭୁ କହିଲେ, “ଯେଉଁମାନେ ଆମ୍ଭ ବିଷୟରେ ପଗ୍ଭରିଲେ ନାହିଁ, ସେମାନଙ୍କ ଦ୍ୱାରା ଆମ୍ଭେ ଅନ୍ୱେଷିତ ହେଲୁ, ଯେଉଁମାନେ ଆମ୍ଭକୁ ଖୋଜିଲେ ନାହିଁ, ଆମ୍ଭେ ସେମାନଙ୍କୁ ପ୍ରାପ୍ତ ହେଲୁ। ପୁଣି ଯେଉଁ ଦେଶୀୟମାନେ ଆମ୍ଭର ନାମ ଉଚ୍ଚାରଣ କରି ନ ଥିଲେ, ଆମ୍ଭେ ସେମାନଙ୍କୁ ‘ଆମ୍ଭକୁ ଦେଖ, ଆମ୍ଭକୁ ଦେଖ’ ବୋଲି କହିଲୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁମାନେ ଆମ୍ଭ ବିଷୟ ପଚାରିଲେ ନାହିଁ, ସେମାନଙ୍କ ଦ୍ୱାରା ଆମ୍ଭେ ଅନ୍ୱେଷିତ ହେଉଅଛୁ; ଯେଉଁମାନେ ଆମ୍ଭର ଅନ୍ୱେଷଣ କଲେ ନାହିଁ, ସେମାନେ ଆମ୍ଭକୁ ପ୍ରାପ୍ତ ହେଉଅଛନ୍ତି; ଯେଉଁ ଦେଶୀୟ ଲୋକେ ଆମ୍ଭ ନାମରେ ଖ୍ୟାତ ହୋଇ ନ ଥିଲେ, ସେମାନଙ୍କୁ, “ଆମ୍ଭକୁ ଦେଖ, ଆମ୍ଭକୁ ଦେଖ” ବୋଲି ଆମ୍ଭେ କହିଲୁ।
Odia IRV 2017 (ଓଡିଆ ବାଇବେଲ)
“ଯେଉଁମାନେ ଆମ୍ଭ ବିଷୟ ପଚାରିଲେ ନାହିଁ, ସେମାନଙ୍କ ଦ୍ୱାରା ଆମ୍ଭେ ଅନ୍ୱେଷିତ ହେଉଅଛୁ; ଯେଉଁମାନେ ଆମ୍ଭର ଅନ୍ୱେଷଣ କଲେ ନାହିଁ, ସେମାନେ ଆମ୍ଭକୁ ପ୍ରାପ୍ତ ହେଉଅଛନ୍ତି; ଯେଉଁ ଦେଶୀୟ ଲୋକେ ଆମ୍ଭ ନାମରେ ଖ୍ୟାତ ହୋଇ ନ ଥିଲେ, ସେମାନଙ୍କୁ, ଆମ୍ଭକୁ ଦେଖ, ଆମ୍ଭକୁ ଦେଖ ବୋଲି ଆମ୍ଭେ କହିଲୁ।