Isaiah 65:10 — Compare Translations
5 translations compared side by side
Odia - 1840
"ଆଉ ଯେଉଁମାନେ ଆମ୍ଭକୁ ଅନ୍ବଷେଣ କରନ୍ତି ସମାନଙ୍କେ ପାଇଁ ଶାରୋଣ ଏକ ମଷେମାନଙ୍କର ଚାରଣ ଭୂମି ଓ ଆଖୋର ଉପତ୍ୟକା ଗୋପଲର ଶଯନସ୍ଥଳ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଆମ୍ଭର ଯେଉଁ ଲୋକମାନେ ଆମ୍ଭର ଅନ୍ଵେଷଣ କରିଅଛନ୍ତି, ସେମାନଙ୍କ ନିମନ୍ତେ ଶାରୋଣ ଏକ ମେଷ ଖୁଆଡ଼ ଓ ଆଖୋର ଉପତ୍ୟକା ଗୋପଲର ଶୟନ ସ୍ଥାନ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଯେଉଁମାନେ ଆମ୍ଭକୁ ଅନ୍ୱେଷଣ କରନ୍ତି ସେମାନଙ୍କ ପାଇଁ ଶାରୋଣ ଏକ ମେଷମାନଙ୍କର ଗ୍ଭରଣଭୂମି ଓ ଆଖୋର ଉପତ୍ୟକା ଗୋପଲର ଶୟନସ୍ଥଳ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଆମ୍ଭର ଯେଉଁ ଲୋକମାନେ ଆମ୍ଭର ଅନ୍ୱେଷଣ କରିଅଛନ୍ତି, ସେମାନଙ୍କ ନିମନ୍ତେ ଶାରୋଣ ଏକ ମେଷ ଖୁଆଡ଼ ଓ ଆଖୋର୍ ଉପତ୍ୟକା ଗୋପଲର ଶୟନ ସ୍ଥାନ ହେବ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଆମ୍ଭର ଯେଉଁ ଲୋକମାନେ ଆମ୍ଭର ଅନ୍ୱେଷଣ କରିଅଛନ୍ତି, ସେମାନଙ୍କ ନିମନ୍ତେ ଶାରୋଣ ଏକ ମେଷ ଖୁଆଡ଼ ଓ ଆଖୋର୍ ଉପତ୍ୟକା ଗୋପଲର ଶୟନ ସ୍ଥାନ ହେବ।