Isaiah 65:11 — Compare Translations

5 translations compared side by side

Odia - 1840
"ମାତ୍ର ତୁମ୍ଭମାନେେ ସଦାପ୍ରଭୁଙ୍କୁ ପରିତ୍ଯାଗ କରିଅଛ ଓ ଆମ୍ଭର ପବିତ୍ର ପର୍ବତକୁ ପାଶୋରି ଅଛ। ଭଣ୍ଡ ଦବେତା ଉଦ୍ଦେଶ୍ଯ ରେ ମଜେ ସଜାଉଛ ଓ ନିରୁପଣୀ ଦବେୀ ଉଦ୍ଦେଶ୍ଯ ରେ ମିଶ୍ରିତ ଦ୍ରାକ୍ଷାରସ ପୂରଣ କରୁଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସଦାପ୍ରଭୁଙ୍କୁ ତ୍ୟାଗ କରୁଅଛ, ଆମ୍ଭ ପବିତ୍ର ପର୍ବତକୁ ପାସୋରୁଅଛ, ଭାଗ୍ୟଦେବ ଉଦ୍ଦେଶ୍ୟରେ ମେଜ ସଜାଉଅଛ ଓ ନିରୂପଣୀ ଦେବୀର ଉଦ୍ଦେଶ୍ୟରେ ମିଶ୍ରିତ ଦ୍ରାକ୍ଷାରସ ପୂର୍ଣ୍ଣ କରୁଅଛ ଯେ ତୁମ୍ଭେମାନେ,
Odia Bible ERV 2004 (ପବିତ୍ର ବାଇବଲ)
“ମାତ୍ର ତୁମ୍ଭେମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିଅଛ ଓ ଆମ୍ଭର ପବିତ୍ର ପର୍ବତକୁ ପାଶୋରି ଅଛ। ଭଣ୍ଡ ଦେବତା ଉଦ୍ଦେଶ୍ୟରେ ମେଜ ସଜାଉଅଛ ଓ ନିରୂପଣୀ ଦେବୀ ଉଦ୍ଦେଶ୍ୟରେ ମିଶ୍ରିତ ଦ୍ରାକ୍ଷାରସ ପୂରଣ କରୁଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସଦାପ୍ରଭୁଙ୍କୁ ତ୍ୟାଗ କରୁଅଛ, ଆମ୍ଭ ପବିତ୍ର ପର୍ବତକୁ ପାସୋରୁଅଛ, ଭାଗ୍ୟ ଦେବତା ଉଦ୍ଦେଶ୍ୟରେ ମେଜ ସଜାଉଅଛ ଓ ନିରୂପଣୀ ଦେବୀର ଉଦ୍ଦେଶ୍ୟରେ ମିଶ୍ରିତ ଦ୍ରାକ୍ଷାରସ ପୂର୍ଣ୍ଣ କରୁଅଛ ଯେ ତୁମ୍ଭେମାନେ,
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସଦାପ୍ରଭୁଙ୍କୁ ତ୍ୟାଗ କରୁଅଛ, ଆମ୍ଭ ପବିତ୍ର ପର୍ବତକୁ ପାସୋରୁଅଛ, ଭାଗ୍ୟ ଦେବତା ଉଦ୍ଦେଶ୍ୟରେ ମେଜ ସଜାଉଅଛ ଓ ନିରୂପଣୀ ଦେବୀର ଉଦ୍ଦେଶ୍ୟରେ ମିଶ୍ରିତ ଦ୍ରାକ୍ଷାରସ ପୂର୍ଣ୍ଣ କରୁଅଛ ଯେ ତୁମ୍ଭେମାନେ,