Isaiah 65:12 — Compare Translations

5 translations compared side by side

Odia - 1840
"ତୁମ୍ଭମାନଙ୍କୁ ଆମ୍ଭେ ଖଡ୍ଗ ରେ ଚ୍ଛଦନେ କରିବା ଓ ତୁମ୍ଭେ ସମସ୍ତେ ବଧ୍ଯସ୍ଥାନ ରେ ନଇଁ ପଡ଼ିବ। କାରଣ ଆମ୍ଭେ ଡ଼ାକିଲା ବେଳେ ତୁମ୍ଭମାନେେ ଉତ୍ତର କଲ ନାହିଁ, ଆମ୍ଭେ କଥା କହିଲା ବେଳେ ତୁମ୍ଭମାନେେ ଶୁଣିଲ ନାହିଁ। କିନ୍ତୁ ଆମ୍ଭ ଦୃଷ୍ଟି ରେ ଯାହା ମନ୍ଦ ସହେି କାର୍ୟ୍ଯ କଲ ଓ ଯାହା ଆମ୍ଭକୁ ଅସନ୍ତୁଷ୍ଟ କରିବ ସହେି କାର୍ୟଅକୁ ମନୋନୀତ କଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭମାନଙ୍କୁ ଆମ୍ଭେ ଖଡ଼୍‍ଗ ନିମନ୍ତେ ନିରୂପଣ କରିବା ଓ ତୁମ୍ଭେ ସମସ୍ତେ ବଧ୍ୟ ସ୍ଥାନରେ ନଇଁ ପଡ଼ିବ; କାରଣ ଆମ୍ଭେ ଡାକିଲା ବେଳେ ତୁମ୍ଭେମାନେ ଉତ୍ତର ଦେଲ ନାହିଁ ଆମ୍ଭେ କଥା କହିଲା ବେଳେ ତୁମ୍ଭେମାନେ ଶୁଣିଲ ନାହିଁ; ମାତ୍ର ଆମ୍ଭ ଦୃଷ୍ଟିରେ ଯାହା ମନ୍ଦ, ତାହା ହିଁ ତୁମ୍ଭେମାନେ କଲ ଓ ଯହିଁରେ ଆମ୍ଭେ ସନ୍ତୁଷ୍ଟ ନୋହୁଁ, ତାହା ହିଁ ମନୋନୀତ କଲ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭମାନଙ୍କୁ ଆମ୍ଭେ ‌‌ଖ‌ଡ଼୍‌ଗରେ ଚ୍ଛେଦନ କରିବା ଓ ତୁମ୍ଭେ ସମସ୍ତେ ବଧ୍ୟସ୍ଥାନରେ ନଇଁ ପଡ଼ିବ। କାରଣ ଆମ୍ଭେ ଡାକିଲା ବେଳେ ତୁମ୍ଭେମାନେ ଉତ୍ତର କଲ ନାହିଁ, ଆମ୍ଭେ କଥା କହିଲା ବେଳେ ତୁମ୍ଭେମାନେ ଶୁଣିଲ ନାହିଁ। କିନ୍ତୁ ଆମ୍ଭ ଦୃଷ୍ଟିରେ ଯାହା ମନ୍ଦ ସେହି କାର୍ଯ୍ୟ କଲ ଓ ଯାହା ଆମ୍ଭକୁ ଅସନ୍ତୁଷ୍ଟ କରିବ ସେହି କାର୍ଯ୍ୟକୁ ମନୋନୀତ କଲ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭମାନଙ୍କୁ ଆମ୍ଭେ ଖଡ୍ଗ ନିମନ୍ତେ ନିରୂପଣ କରିବା ଓ ତୁମ୍ଭେ ସମସ୍ତେ ବଧ ସ୍ଥାନରେ ନଇଁ ପଡ଼ିବ; କାରଣ ଆମ୍ଭେ ଡାକିଲା ବେଳେ ତୁମ୍ଭେମାନେ ଉତ୍ତର ଦେଲ ନାହିଁ; ଆମ୍ଭେ କଥା କହିଲା ବେଳେ ତୁମ୍ଭେମାନେ ଶୁଣିଲ ନାହିଁ; ମାତ୍ର ଆମ୍ଭ ଦୃଷ୍ଟିରେ ଯାହା ମନ୍ଦ, ତାହା ହିଁ ତୁମ୍ଭେମାନେ କଲ ଓ ଯହିଁରେ ଆମ୍ଭେ ସନ୍ତୁଷ୍ଟ ନୋହୁଁ, ତାହା ହିଁ ମନୋନୀତ କଲ।”
Odia IRV 2017 (ଓଡିଆ ବାଇବେଲ)