Isaiah 65:13 — Compare Translations
5 translations compared side by side
Odia - 1840
"ସହେି ସକାେଶ ମାରେ ପ୍ରଭୁ ସଦାପ୍ରଭୁ ଏହିକଥା କରନ୍ତି, ଆମ୍ଭର ଦାସମାନେ ଭୋଜନ କରିବେ, ମାତ୍ର ତୁମ୍ଭେ ମନ୍ଦାଚାରୀମାନେ କ୍ଷୁଧାର୍ତ୍ତ ରହିବ। ଆମ୍ଭର ଦାସମାନେ ପାନ କରିବେ, ମାତ୍ର ତୁମ୍ଭମାନେେ ତୃଷାର୍ତ୍ତ ରହିବ। ଆମ୍ଭର ଦାସମାନେ ଆନନ୍ଦ କଲା ବେଳେ ତୁମ୍ଭମାନେେ ଲଜ୍ଜିତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭର ଦାସମାନେ ଭୋଜନ କରିବେ, ମାତ୍ର ତୁମ୍ଭେମାନେ କ୍ଷୁଧାର୍ତ୍ତ ହେବ; ଦେଖ, ଆମ୍ଭର ଦାସମାନେ ପାନ କରିବେ, ମାତ୍ର ତୁମ୍ଭେମାନେ ତୃଷାର୍ତ୍ତ ହେବ; ଦେଖ, ଆମ୍ଭର ଦାସମାନେ ଆନନ୍ଦ କରିବେ, ମାତ୍ର ତୁମ୍ଭେମାନେ ଲଜ୍ଜିତ ହେବ;
Odia Bible ERV 2004 (ପବିତ୍ର ବାଇବଲ)
ସେହି ସକାଶେ ମୋର ପ୍ରଭୁ ସଦାପ୍ରଭୁ ଏହିକଥା କରନ୍ତି, “ଆମ୍ଭର ଦାସମାନେ ଭୋଜନ କରିବେ, ମାତ୍ର ତୁମ୍ଭେ ମନ୍ଦାଗ୍ଭରୀମାନେ କ୍ଷୁଧାର୍ତ୍ତ ରହିବ। ଆମ୍ଭର ଦାସମାନେ ପାନ କରିବେ, ମାତ୍ର ତୁମ୍ଭେମାନେ ତୃଷାର୍ତ୍ତ ରହିବ। ଆମ୍ଭର ଦାସମାନେ ଆନନ୍ଦ କଲାବେଳେ ତୁମ୍ଭେମାନେ ଲଜ୍ଜିତ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭର ଦାସମାନେ ଭୋଜନ କରିବେ, ମାତ୍ର ତୁମ୍ଭେମାନେ କ୍ଷୁଧାର୍ତ୍ତ ହେବ; ଦେଖ, ଆମ୍ଭର ଦାସମାନେ ପାନ କରିବେ, ମାତ୍ର ତୁମ୍ଭେମାନେ ତୃଷାର୍ତ୍ତ ହେବ; ଦେଖ, ଆମ୍ଭର ଦାସମାନେ ଆନନ୍ଦ କରିବେ, ମାତ୍ର ତୁମ୍ଭେମାନେ ଲଜ୍ଜିତ ହେବ;
Odia IRV 2017 (ଓଡିଆ ବାଇବେଲ)