Isaiah 65:14 — Compare Translations

5 translations compared side by side

Odia - 1840
"ଆମ୍ଭର ଦାସମାନେ ଆନନ୍ଦ ରେ ଗାନ କରିବେ କାରଣ ସମାନଙ୍କେ ହୃଦଯ ସୁଖ ରେ ପରିପୂର୍ଣ୍ଣ । ମାତ୍ର ତୁମ୍ଭେ ମନ୍ଦାଚାରୀଗଣ ହୃଦଯର ଦୁଃଖ ନିମିତ୍ତ ବିଳାପ କରିବ। ଆଉ ମଧ୍ଯ ଆତ୍ମାର ବିରକ୍ତିଭାବ ଯୋଗୁଁ ହାହାକାର କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ଆମ୍ଭର ଦାସମାନେ ଚିତ୍ତର ସୁଖ ସକାଶୁ ଗାନ କରିବେ, ମାତ୍ର ତୁମ୍ଭେମାନେ ଚିତ୍ତର ଦୁଃଖ ସକାଶୁ କ୍ରନ୍ଦନ କରିବ ଓ ଆତ୍ମାର ବିରକ୍ତି ସକାଶୁ ହାହାକାର କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭର ଦାସମାନେ ଆନନ୍ଦରେ ଗାନ କରିବେ କାରଣ ସେମାନଙ୍କ ହୃଦୟ ସୁଖରେ ପରିପୂର୍ଣ୍ଣ। ମାତ୍ର ତୁମ୍ଭେ ମନ୍ଦାଗ୍ଭରୀଗଣ ହୃଦୟର ଦୁଃଖ ନିମିତ୍ତ ବିଳାପ କରିବ। ଆଉ ମଧ୍ୟ ଆତ୍ମାର ବିରକ୍ତିଭାବ ଯୋଗୁଁ ହାହାକାର କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ଆମ୍ଭର ଦାସମାନେ ଚିତ୍ତର ସୁଖ ସକାଶୁ ଗାନ କରିବେ, ମାତ୍ର ତୁମ୍ଭେମାନେ ଚିତ୍ତର ଦୁଃଖ ସକାଶୁ କ୍ରନ୍ଦନ କରିବ ଓ ଆତ୍ମାର ବିରକ୍ତି ସକାଶୁ ହାହାକାର କରିବ।
Odia IRV 2017 (ଓଡିଆ ବାଇବେଲ)
ଦେଖ, ଆମ୍ଭର ଦାସମାନେ ଚିତ୍ତର ସୁଖ ସକାଶୁ ଗାନ କରିବେ, ମାତ୍ର ତୁମ୍ଭେମାନେ ଚିତ୍ତର ଦୁଃଖ ସକାଶୁ କ୍ରନ୍ଦନ କରିବ ଓ ଆତ୍ମାର ବିରକ୍ତି ସକାଶୁ ହାହାକାର କରିବ।