Isaiah 65:15 — Compare Translations
5 translations compared side by side
Odia - 1840
"ପୁନଶ୍ଚ ତୁମ୍ଭମାନେେ ଆମ୍ଭ ମନୋନୀତ ଲୋକମାନଙ୍କ ନିକଟରେ ତୁମ୍ଭମାନଙ୍କର ନାମ ଅଭିଶାପରୂପେ ରଖାୟିବ। ତେଣୁ ମାରେ ପ୍ରଭୁ ସଦାପ୍ରକୁ ତୁମ୍ଭକୁ ବଧ କରିବେ। ସେ ନିଜର ଦାସମାନଙ୍କୁ ଅନ୍ୟ ନାମ ରେ ନାମିତ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତୁମ୍ଭେମାନେ ଆମ୍ଭ ମନୋନୀତ ଲୋକମାନଙ୍କ ନିକଟରେ ତୁମ୍ଭମାନଙ୍କର ନାମ ଶାପାସ୍ପଦ ରୂପେ ରଖିଯିବ ଓ ପ୍ରଭୁ, ସଦାପ୍ରଭୁ ତୁମ୍ଭକୁ ବଧ କରିବେ; ଆଉ, ସେ ଆପଣା ଦାସମାନଙ୍କୁ ଅନ୍ୟ ନାମରେ ଖ୍ୟାତ କରିବେ;
Odia Bible ERV 2004 (ପବିତ୍ର ବାଇବଲ)
ପୁନଶ୍ଚ ତୁମ୍ଭେମାନେ ଆମ୍ଭ ମନୋନୀତ ଲୋକମାନଙ୍କ ନିକଟରେ ତୁମ୍ଭମାନଙ୍କର ନାମ ଅଭିଶାପରୂପେ ରଖିଯିବ।” ତେଣୁ ମୋର ପ୍ରଭୁ ସଦାପ୍ରଭୁ ତୁମ୍ଭକୁ ବଧ କରିବେ। ସେ ନିଜର ଦାସମାନଙ୍କୁ ଅନ୍ୟ ନାମରେ ନାମିତ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭେମାନେ ଆମ୍ଭ ମନୋନୀତ ଲୋକମାନଙ୍କ ନିକଟରେ ତୁମ୍ଭମାନଙ୍କର ନାମ ଅଭିଶାପ ରୂପେ ରଖିଯିବ ଓ ପ୍ରଭୁ, ସଦାପ୍ରଭୁ ତୁମ୍ଭକୁ ବଧ କରିବେ; ଆଉ, ସେ ଆପଣା ଦାସମାନଙ୍କୁ ଅନ୍ୟ ନାମରେ ଖ୍ୟାତ କରିବେ;
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭେମାନେ ଆମ୍ଭ ମନୋନୀତ ଲୋକମାନଙ୍କ ନିକଟରେ ତୁମ୍ଭମାନଙ୍କର ନାମ ଅଭିଶାପ ରୂପେ ରଖିଯିବ ଓ ପ୍ରଭୁ, ସଦାପ୍ରଭୁ ତୁମ୍ଭକୁ ବଧ କରିବେ; ଆଉ, ସେ ଆପଣା ଦାସମାନଙ୍କୁ ଅନ୍ୟ ନାମରେ ଖ୍ୟାତ କରିବେ;