Isaiah 65:16 — Compare Translations

5 translations compared side by side

Odia - 1840
"ଯେଉଁଲୋକ ପୃଥିବୀ ରେ ଆଶୀର୍ବାଦର ପାତ୍ର ହୁଏ, ସେ ପରମେଶ୍ବରଙ୍କ ଦ୍ବାରା ଆଶୀର୍ବାଦିତ ହବେ ଓ ଯେଉଁ ଲୋକ ପୃଥିବୀ ରେ ଶପଥ କରିବ ସେ ପରମେଶ୍ବରଙ୍କ ନାମ ରେ ଶପଥ କରିବ। କାରଣ ଅତୀତର ସଙ୍କଟସବୁ ବିସ୍ମୃତ ହାଇେଅଛି ଓ ତାହା ସବୁ ଆମ୍ଭ ଦୃଷ୍ଟିରୁ ଗୁପ୍ତ ହାଇେଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଯେଉଁ ଲୋକ ପୃଥିବୀରେ ଆପଣାକୁ ଆଶୀର୍ବାଦ କରେ, ସେ ସତ୍ୟ ପରମେଶ୍ଵରରେ ଆପଣାକୁ ଆଶୀର୍ବାଦ କରିବ ଓ ଯେଉଁ ଲୋକ ପୃଥିବୀରେ ଶପଥ କରେ, ସେ ସତ୍ୟ ପରମେଶ୍ଵରଙ୍କ ଦ୍ଵାରା ଶପଥ କରିବ; ଯେହେତୁ ପୂର୍ବକାଳର ସଙ୍କଟସବୁ ବିସ୍ମୃତ ହୋଇଅଛି ଓ ତାହାସବୁ ଆମ୍ଭ ଦୃଷ୍ଟିରୁ ଗୁପ୍ତ ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
“ଯେଉଁ ଲୋକ ପୃଥିବୀରେ ଆଶୀର୍ବାଦର ପାତ୍ର ହୁଏ, ସେ ପରମେଶ୍ୱରଙ୍କ ଦ୍ୱାରା ଆଶୀର୍ବାଦିତ ହେବ ଓ ଯେଉଁ ଲୋକ ପୃଥିବୀରେ ଶପଥ କରିବ ସେ ପରମେଶ୍ୱରଙ୍କ ନାମରେ ଶପଥ କରିବ। କାରଣ ଅତୀତର ସଙ୍କଟସବୁ ବିସ୍ମୃତ ହୋଇଅଛି ଓ ତାହା ସବୁ ଆମ୍ଭ ଦୃଷ୍ଟିରୁ ଗୁପ୍ତ ହୋଇଅଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଯେଉଁ ଲୋକ ପୃଥିବୀରେ ଆପଣାକୁ ଆଶୀର୍ବାଦ କରେ, ସେ ସତ୍ୟ ପରମେଶ୍ୱରଙ୍କଠାରୁ ଆପଣାକୁ ଆଶୀର୍ବାଦ କରିବ ଓ ଯେଉଁ ଲୋକ ପୃଥିବୀରେ ଶପଥ କରେ, ସେ ସତ୍ୟ ପରମେଶ୍ୱରଙ୍କ ଦ୍ୱାରା ଶପଥ କରିବ; ଯେହେତୁ ପୂର୍ବକାଳର ସଙ୍କଟସବୁ ବିସ୍ମୃତ ହୋଇଅଛି ଓ ତାହାସବୁ ଆମ୍ଭ ଦୃଷ୍ଟିରୁ ଗୁପ୍ତ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)