Isaiah 65:17 — Compare Translations
5 translations compared side by side
Odia - 1840
"କାରଣ ଦେଖ, ଆମ୍ଭେ ନୂତନ ସ୍ବର୍ଗମଣ୍ଡଳ ଓ ନୂତନ ପୃଥିବୀ ସୃଷ୍ଟି କରୁଅଛୁ। ତେଣୁ ପୂର୍ବକାଳର ବିଷଯସବୁ ବିସ୍ମୃତ ହବେ ଓ ସଗେୁଡ଼ିକ ଆଉ ସ୍ମୃତିକୁ ଆସିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଦେଖ, ଆମ୍ଭେ ନୂତନ ଆକାଶମଣ୍ତଳ ଓ ନୂତନ ପୃଥିବୀ ସୃଷ୍ଟି କରୁ ଓ ପୂର୍ବ କାଳର ବିଷୟସବୁ ସ୍ମରଣ କରାଯିବ ନାହିଁ, କିଅବା ମନରେ ପଡ଼ିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ନୂତନ ସମୟ ଆସୁଅଛି “କାରଣ ଦେଖ, ଆମ୍ଭେ ନୂତନ ସ୍ୱର୍ଗମଣ୍ଡଳ ଓ ନୂତନ ପୃଥିବୀ ସୃଷ୍ଟି କରୁଅଛୁ। ତେଣୁ ପୂର୍ବକାଳର ବିଷୟସବୁ ବିସ୍ମୃତ ହେବ ଓ ସେଗୁଡ଼ିକ ଆଉ ସ୍ମୃତିକୁ ଆସିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଦେଖ, ଆମ୍ଭେ ନୂତନ ଆକାଶମଣ୍ଡଳ ଓ ନୂତନ ପୃଥିବୀ ସୃଷ୍ଟି କରୁ ଓ ପୂର୍ବକାଳର ବିଷୟସବୁ ସ୍ମରଣ କରାଯିବ ନାହିଁ, କିଅବା ମନରେ ପଡ଼ିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
କାରଣ ଦେଖ, ଆମ୍ଭେ ନୂତନ ଆକାଶମଣ୍ଡଳ ଓ ନୂତନ ପୃଥିବୀ ସୃଷ୍ଟି କରୁ ଓ ପୂର୍ବ କାଳର ବିଷୟସବୁ ସ୍ମରଣ କରାଯିବ ନାହିଁ, କିଅବା ମନରେ ପଡ଼ିବ ନାହିଁ।