Isaiah 65:18 — Compare Translations
5 translations compared side by side
Odia - 1840
"ମାତ୍ର ଯାହା ଆମ୍ଭେ ସୃଷ୍ଟି କରୁ, ତୁମ୍ଭମାନେେ ଚିରକାଳ ତହିଁରେ ଆନନ୍ଦ ଉଲ୍ଲାସ କର। କାରଣ ଆମ୍ଭେ ୟିରୁଶାଲମକୁ ଏକ ଆନନ୍ଦ ମୁଖରିତ ନଗରରୂପେ ଓ ତହିଁର ନିବାସୀଗଣଙ୍କୁ ଆନନ୍ଦର ପାତ୍ର ରୂପେ ସୃଷ୍ଟି କରୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯାହା ଆମ୍ଭେ ସୃଷ୍ଟି କରୁ, ତୁମ୍ଭେମାନେ ସଦାକାଳ ତହିଁରେ ଆନନ୍ଦିତ ହୋଇ ଉଲ୍ଲାସ କର; କାରଣ ଦେଖ, ଆମ୍ଭେ ଯିରୂଶାଲମକୁ ଉଲ୍ଲାସ ସ୍ଵରୂପ ଓ ତହିଁର ଲୋକମାନଙ୍କୁ ଆନନ୍ଦର ପାତ୍ର କରି ସୃଷ୍ଟି କରୁ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ଯାହା ଆମ୍ଭେ ସୃଷ୍ଟି କରୁ, ତୁମ୍ଭେମାନେ ଚିରକାଳ ତହିଁରେ ଆନନ୍ଦ ଉଲ୍ଲାସ କର। କାରଣ ଆମ୍ଭେ ଯିରୁଶାଲମକୁ ଏକ ଆନନ୍ଦ ମୁଖରିତ ନଗରରୂପେ ଓ ତହିଁର ନିବାସୀଗଣଙ୍କୁ ଆନନ୍ଦର ପାତ୍ର ରୂପେ ସୃଷ୍ଟି କରୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯାହା ଆମ୍ଭେ ସୃଷ୍ଟି କରୁ, ତୁମ୍ଭେମାନେ ସଦାକାଳ ତହିଁରେ ଆନନ୍ଦିତ ହୋଇ ଉଲ୍ଲାସ କର; କାରଣ ଦେଖ, ଆମ୍ଭେ ଯିରୂଶାଲମକୁ ଉଲ୍ଲାସ ସ୍ୱରୂପ ଓ ତହିଁର ଲୋକମାନଙ୍କୁ ଆନନ୍ଦର ପାତ୍ର କରି ସୃଷ୍ଟି କରୁ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯାହା ଆମ୍ଭେ ସୃଷ୍ଟି କରୁ, ତୁମ୍ଭେମାନେ ସଦାକାଳ ତହିଁରେ ଆନନ୍ଦିତ ହୋଇ ଉଲ୍ଲାସ କର; କାରଣ ଦେଖ, ଆମ୍ଭେ ଯିରୂଶାଲମକୁ ଉଲ୍ଲାସ ସ୍ୱରୂପ ଓ ତହିଁର ଲୋକମାନଙ୍କୁ ଆନନ୍ଦର ପାତ୍ର କରି ସୃଷ୍ଟି କରୁ।