Isaiah 65:19 — Compare Translations
5 translations compared side by side
Odia - 1840
"ପୁଣି ଆମ୍ଭେ ୟିରୁଶାଲମ ରେ ଆନନ୍ଦ କରିବା ଓ ଆମ୍ଭ ଲୋକମାନଙ୍କଠା ରେ ଉଲ୍ଲାସ କରିବା। ସଠାେ ରେ ଆଉ ବିଳାପର ଧ୍ବନି ଓ କ୍ରନ୍ଦନର ସ୍ବର ଶୁଣାୟିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ଯିରୂଶାଲମରେ ଉଲ୍ଲାସ କରିବା ଓ ଆମ୍ଭ ଲୋକମାନଙ୍କଠାରେ ଆନନ୍ଦ କରିବା; ପୁଣି, ତହିଁ ମଧ୍ୟରେ ରୋଦନର ଶଦ୍ଦ, କିଅବା କ୍ରନ୍ଦନର ଶଦ୍ଦ ଆଉ ଶୁଣାଯିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“ପୁଣି ଆମ୍ଭେ ଯିରୁଶାଲମରେ ଆନନ୍ଦ କରିବା ଓ ଆମ୍ଭ ଲୋକମାନଙ୍କଠାରେ ଉଲ୍ଲାସ କରିବା। ସେଠାରେ ଆଉ ବିଳାପର ଧ୍ୱନି ଓ କ୍ରନ୍ଦନର ସ୍ୱର ଶୁଣାଯିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ଯିରୂଶାଲମରେ ଉଲ୍ଲାସ କରିବା ଓ ଆମ୍ଭ ଲୋକମାନଙ୍କଠାରେ ଆନନ୍ଦ କରିବା; ପୁଣି, ତହିଁ ମଧ୍ୟରେ ରୋଦନର ଶବ୍ଦ, କିଅବା କ୍ରନ୍ଦନର ଶବ୍ଦ ଆଉ ଶୁଣାଯିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ଯିରୂଶାଲମରେ ଉଲ୍ଲାସ କରିବା ଓ ଆମ୍ଭ ଲୋକମାନଙ୍କଠାରେ ଆନନ୍ଦ କରିବା; ପୁଣି, ତହିଁ ମଧ୍ୟରେ ରୋଦନର ଶବ୍ଦ, କିଅବା କ୍ରନ୍ଦନର ଶବ୍ଦ ଆଉ ଶୁଣାଯିବ ନାହିଁ।