Isaiah 65:2 — Compare Translations
5 translations compared side by side
Odia - 1840
" ଯେଉଁମାନେ ନିଜ ନିଜ ଚିନ୍ତାନୁସା ରେ କୁପଥରେ ଗମନ କରନ୍ତି, ସହେି ବିଦ୍ରୋହାଚାରୀ ଲୋକମାନଙ୍କ ପ୍ରତି ଆମ୍ଭେ ଦିନସାରା ଆମ୍ଭ ହସ୍ତ ବିସ୍ତାର କରିଥାଉ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁମାନେ ଆପଣା ଆପଣା କଳ୍ପନାନୁସାରେ କୁପଥରେ ଗମନ କରନ୍ତି, ଏପରି ବିଦ୍ରୋହାଚାରୀ ଲୋକମାନଙ୍କ ପ୍ରତି ଆମ୍ଭେ ଦିନଯାକ ଆପଣା ହସ୍ତ ବିସ୍ତାର କରିଅଛୁ;
Odia Bible ERV 2004 (ପବିତ୍ର ବାଇବଲ)
“ଯେଉଁମାନେ ନିଜ ନିଜ ଚିନ୍ତାନୁସାରେ କୁପଥରେ ଗମନ କରନ୍ତି, ସେହି ବିଦ୍ରୋହାଗ୍ଭରୀ ଲୋକମାନଙ୍କ ପ୍ରତି ଆମ୍ଭେ ଦିନସାରା ଆମ୍ଭ ହସ୍ତ ବିସ୍ତାର କରିଥାଉ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁମାନେ ଆପଣା ଆପଣା କଳ୍ପନାନୁସାରେ କୁପଥରେ ଗମନ କରନ୍ତି, ଏପରି ବିଦ୍ରୋହାଚାରୀ ଲୋକମାନଙ୍କ ପ୍ରତି ଆମ୍ଭେ ସାରାଦିନ ଆପଣା ହସ୍ତ ବିସ୍ତାର କରିଅଛୁ;
Odia IRV 2017 (ଓଡିଆ ବାଇବେଲ)
ଯେଉଁମାନେ ଆପଣା ଆପଣା କଳ୍ପନାନୁସାରେ କୁପଥରେ ଗମନ କରନ୍ତି, ଏପରି ବିଦ୍ରୋହାଚାରୀ ଲୋକମାନଙ୍କ ପ୍ରତି ଆମ୍ଭେ ସାରାଦିନ ଆପଣା ହସ୍ତ ବିସ୍ତାର କରିଅଛୁ;