Isaiah 65:20 — Compare Translations

5 translations compared side by side

Odia - 1840
"କ୍ଷୀଣଜୀବୀ ଶିଶୁ ନୁହେଁ କିନ୍ତୁ ବୃଦ୍ଧା ଯେ କି ଗୋଟିଏ ପୂର୍ଣ୍ଣ ଜୀବନ ବଞ୍ଚି ରହେ ନାହିଁ। ସଠାେ ରେ ବଞ୍ଚି ରହିବ, ଗୋଟିଏ ବାଳକ ଏକଶତ ବର୍ଷ ପର୍ୟ୍ଯନ୍ତ ବଞ୍ଚିତ ଏବଂ ଯଦି ଗୋଟିଏ ବାଳକ ଏକଶତ ବର୍ଷ ପୂର୍ବରୁ ମ ରେ, ସେ ଅଭିଶପ୍ତ ବୋଲି ବିଚାର କରାୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେସମୟରୁ ସେସ୍ଥାନରେ ଅଳ୍ପ ଦିନର ଶିଶୁ କିଅବା ଅସମ୍ପୂର୍ଣ୍ଣାୟୁ ବୃଦ୍ଧ ଲୋକ ଆଉ ନ ଥିବ; କାରଣ ବାଳକ ଏକଶତ ବର୍ଷ ବୟଃକ୍ରମରେ ମରିବ ଓ ପାପୀ ଏକଶତ ବର୍ଷ ବୟସ୍କ ହୋଇ ଶାପଗ୍ରସ୍ତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
କ୍ଷୀଣଜୀବୀ ଶିଶୁ ନୁହେଁ କିନ୍ତୁ ବୃଦ୍ଧା ଯେ କି ଗୋଟିଏ ପୂର୍ଣ୍ଣ ଜୀବନ ବଞ୍ଚି ରହେ ନାହିଁ। ସେଠାରେ ବଞ୍ଚି ରହିବ, ଗୋଟିଏ ବାଳକ ଏକଶତ ବର୍ଷ ପର୍ଯ୍ୟନ୍ତ ବଞ୍ଚିତ ଏବଂ ଯଦି ଗୋଟିଏ ବାଳକ ଏକଶତ ବର୍ଷ ପୂର୍ବରୁ ମରେ, ସେ ଅଭିଶପ୍ତ ବୋଲି ବିଗ୍ଭର କରାଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେସମୟରୁ ସେସ୍ଥାନରେ ଅଳ୍ପ ଦିନର ଶିଶୁ କିଅବା ଅସମ୍ପୂର୍ଣ୍ଣାୟୁ ବୃଦ୍ଧ ଲୋକ ଆଉ ନ ଥିବ; କାରଣ ବାଳକ ଏକ ଶତ ବର୍ଷ ବୟଃକ୍ରମରେ ମରିବ ଓ ପାପୀ ଏକ ଶତ ବର୍ଷ ବୟସ୍କ ହୋଇ ଶାପଗ୍ରସ୍ତ ହେବ।
Odia IRV 2017 (ଓଡିଆ ବାଇବେଲ)
ସେସମୟରୁ ସେସ୍ଥାନରେ ଅଳ୍ପ ଦିନର ଶିଶୁ କିଅବା ଅସମ୍ପୂର୍ଣ୍ଣାୟୁ ବୃଦ୍ଧ ଲୋକ ଆଉ ନ ଥିବ; କାରଣ ବାଳକ ଏକ ଶତ ବର୍ଷ ବୟଃକ୍ରମରେ ମରିବ ଓ ପାପୀ ଏକ ଶତ ବର୍ଷ ବୟସ୍କ ହୋଇ ଶାପଗ୍ରସ୍ତ ହେବ।