Isaiah 65:21 — Compare Translations

5 translations compared side by side

Odia - 1840
" ସହେି ସ୍ଥାନ ରେ ଲୋକମାନେ ଗୃହ ନିର୍ମାଣ କରି ତହିଁରେ ବାସ କରିବେ ଓ ସମାନେେ ଦ୍ରାକ୍ଷାକ୍ଷତେ ପ୍ରସ୍ତୁତ କରି ତାହାର ଫଳ ଭୋଗ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଲୋକମାନେ ଗୃହ ନିର୍ମାଣ କରି ତହିଁରେ ବାସ କରିବେ ଓ ସେମାନେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରି ତହିଁର ଫଳ ଭୋଗ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
“ସେହି ସ୍ଥାନରେ ଲୋକମାନେ ଗୃହ ନିର୍ମାଣ କରି ତହିଁରେ ବାସ କରିବେ ଓ ସେମାନେ ଦ୍ରାକ୍ଷାକ୍ଷେତ ପ୍ରସ୍ତୁତ କରି ତାହାର ଫଳ ଭୋଗ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଲୋକମାନେ ଗୃହ ନିର୍ମାଣ କରି ତହିଁରେ ବାସ କରିବେ ଓ ସେମାନେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରି ତହିଁର ଫଳ ଭୋଗ କରିବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଲୋକମାନେ ଗୃହ ନିର୍ମାଣ କରି ତହିଁରେ ବାସ କରିବେ ଓ ସେମାନେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରି ତହିଁର ଫଳ ଭୋଗ କରିବେ।