Isaiah 65:22 — Compare Translations
5 translations compared side by side
Odia - 1840
"ସମାନେେ ନିର୍ମାଣ କରିଥିବା ଗୃହ ରେ ଅନ୍ୟ ଲୋକ ବାସ କରିପାରିବେ ନାହିଁ ଓ ସମାନଙ୍କେ ରୋପିତ ବୃକ୍ଷର ଫଳ ଅନ୍ୟ ଲୋକ ଭୋଗ କରିବ ନାହିଁ। କାରଣ ଆମ୍ଭ ଲୋକମାନଙ୍କର ଆଯୁ ବୃକ୍ଷର ଆଯୁତୁଲ୍ଯ ହବେ ଓ ଆମ୍ଭ ମନୋନୀତ ଲୋକମାନେ ଦୀର୍ଘକାଳ ପର୍ୟ୍ଯନ୍ତ ନିଜ ହସ୍ତକୃତ କର୍ମଫଳ ଭୋଗ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ନିର୍ମାଣ କଲେ, ଅନ୍ୟ କେହି ତହିଁରେ ବାସ କରିବ ନାହିଁ; ସେମାନେ ରୋପଣ କଲେ, ଅନ୍ୟ କେହି ଫଳ ଭୋଗ କରିବ ନାହିଁ; କାରଣ ଆମ୍ଭ ଲୋକମାନଙ୍କର ଆୟୁ ବୃକ୍ଷର ଆୟୁ ତୁଲ୍ୟ ହେବ ଓ ଆମ୍ଭ ମନୋନୀତ ଲୋକମାନେ ଦୀର୍ଘ କାଳଯାଏ ଆପଣାମାନଙ୍କ ହସ୍ତକୃତ କର୍ମର ଫଳ ଭୋଗ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ନିର୍ମାଣ କରିଥିବା ଗୃହରେ ଅନ୍ୟ ଲୋକ ବାସ କରି ପାରିବେ ନାହିଁ ଓ ସେମାନଙ୍କରୋପିତ ବୃକ୍ଷର ଫଳ ଅନ୍ୟ ଲୋକ ଭୋଗ କରିବ ନାହିଁ। କାରଣ ଆମ୍ଭ ଲୋକମାନଙ୍କର ଆୟୁ ବୃକ୍ଷର ଆୟୁତୁଲ୍ୟ ହେବ ଓ ଆମ୍ଭ ମନୋନୀତ ଲୋକମାନେ ଦୀର୍ଘକାଳ ପର୍ଯ୍ୟନ୍ତ ନିଜ ହସ୍ତକୃତ କର୍ମଫଳ ଭୋଗ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ନିର୍ମାଣ କଲେ, ଅନ୍ୟ କେହି ତହିଁରେ ବାସ କରିବ ନାହିଁ; ସେମାନେ ରୋପଣ କଲେ, ଅନ୍ୟ କେହି ଫଳ ଭୋଗ କରିବ ନାହିଁ; କାରଣ ଆମ୍ଭ ଲୋକମାନଙ୍କର ଆୟୁ ବୃକ୍ଷର ଆୟୁ ତୁଲ୍ୟ ହେବ ଓ ଆମ୍ଭ ମନୋନୀତ ଲୋକମାନେ ଦୀର୍ଘ କାଳ ପର୍ଯ୍ୟନ୍ତ ଆପଣାମାନଙ୍କ ହସ୍ତକୃତ କର୍ମର ଫଳ ଭୋଗ କରିବେ।
Odia IRV 2017 (ଓଡିଆ ବାଇବେଲ)