Isaiah 65:23 — Compare Translations

5 translations compared side by side

Odia - 1840
"ସମାନେେ ଅନିଯମିତ ପରିଶ୍ରମ କରିବେ ନାହିଁ। ସମାନେେ ବିନାଶ ପାଇଁ ଦବୈ ନିୟୁକ୍ତ ସନ୍ତାନ ପ୍ରସବ କରିବେ ନାହିଁ। ସମାନେେ ଓ ସମାନଙ୍କେର ସନ୍ତାନଗଣ ଆଶୀର୍ବାଦ ପାତ୍ରର ପରିବାରରୁ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ବୃଥା ପରିଶ୍ରମ କରିବେ ନାହିଁ, କିଅବା ବିପଦର ପାଇଁ ପ୍ରସବ କରିବେ ନାହିଁ; କାରଣ ସେମାନେ ଓ ସେମାନଙ୍କ ସଙ୍ଗେ ସେମାନଙ୍କ ସନ୍ତାନଗଣ, ସଦାପ୍ରଭୁଙ୍କ ଆଶୀର୍ବାଦ-ପାତ୍ରର ବଂଶ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଅନିୟମିତ ପରିଶ୍ରମ କରିବେ ନାହିଁ। ସେମାନେ ବିନାଶ ପାଇଁ ଦୈବ ନିଯୁକ୍ତ ସନ୍ତାନ ପ୍ରସବ କରିବେ ନାହିଁ। ସେମାନେ ଓ ସେମାନଙ୍କର ସନ୍ତାନଗଣ ଆଶୀର୍ବାଦ ପାତ୍ରର ପରିବାରରୁ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ବୃଥା ପରିଶ୍ରମ କରିବେ ନାହିଁ, କିଅବା ବିପଦର ପାଇଁ ପ୍ରସବ କରିବେ ନାହିଁ; କାରଣ ସେମାନେ ଓ ସେମାନଙ୍କ ସଙ୍ଗେ ସେମାନଙ୍କ ସନ୍ତାନଗଣ, ସଦାପ୍ରଭୁଙ୍କ ଆଶୀର୍ବାଦ-ପାତ୍ରର ବଂଶ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ବୃଥା ପରିଶ୍ରମ କରିବେ ନାହିଁ, କିଅବା ବିପଦର ପାଇଁ ପ୍ରସବ କରିବେ ନାହିଁ; କାରଣ ସେମାନେ ଓ ସେମାନଙ୍କ ସଙ୍ଗେ ସେମାନଙ୍କ ସନ୍ତାନଗଣ, ସଦାପ୍ରଭୁଙ୍କ ଆଶୀର୍ବାଦ-ପାତ୍ରର ବଂଶ।